11 ମୁଇ ନିମାନ୍ ମେଣ୍ଡା ଚାରାଉ ଗଉଡ୍ । ନିମାନ୍ ଗଉଡ୍ ମେଣ୍ଡାମନର୍ ଲାଗି ନିଜର୍ ଜିବନ୍ ମିସା ଦେଇସି ।
ଜେନ୍ତାରି କି ପର୍ମେସର୍ ପାଟାଇଲା ନର୍ପିଲା ମୁଇ ମିସା ସେବା ମିଲ ବଲି ଆସି ନାଇ, ମାତର୍ ବିନ୍ ଲକ୍ମନର୍ ସେବା କରି ସେମନ୍କେ ମୁକ୍ତି ମିଲ ବଲି ନିଜର୍ ଜିବନ୍ ଦେବାକେ ଆଇଲି ଆଚି ।”
ମାତର୍ ଜେ ଦୁଆର୍ ବାଟେ ଜାଇ ମେଣ୍ଡାସାଲେ କେଟ୍ସି, ସେ ମେଣ୍ଡା ରାସିର୍ ଗଉଡ୍ ।
ନିଜର୍ ମଇତର୍ମନର୍ ଲାଗି ଜିବନ୍ ଦେବାଟା ଅଇଲାନି ସବୁର୍ଟାନେଅନି ବଡ୍ ଆଲାଦ୍ ।
ଜେନ୍ତାର୍ କି କିରିସ୍ଟ ଆମ୍କେ ଆଲାଦ୍ କରି ଆମର୍ ପାଇ ମରି ରଇଲା । ଗଟେକ୍ ସୁନ୍ଦର୍ ବାସ୍ନା ଅଇବା ବଲି ପାରା ସେ ତାର୍ ଜିବନ୍ ପର୍ମେସର୍କେ ସର୍ପିଦେଲା ।
ଏ ଜିସୁ କିରିସ୍ଟ ଆମର୍ ଲାଗି ମର୍ବାକେ ନିଜେ ସର୍ପିଅଇଲା । ପାପର୍ ବାନ୍ଦନେଅନି ମୁକ୍ଲାଇବାକେ ଆରି ତାର୍ପାଇ ସୁକଲ୍ ଲକ୍ କରାଇବାକେ ସେ ଏନ୍ତି କଲା । ସେ ଦେକ୍ବା ଇସାବେ, ଦରମ୍ କାମ୍ କର୍ବାକେ ବେସି ମନ୍ କର୍ବା ଲକ୍ ଅଇବାକେ ମିସା ।
ଆମର୍ ମାପ୍ରୁ ଜିସୁକେ ପର୍ମେସର୍ ମଲାତେଇଅନି ଉଟାଇଲା । ସେ ଗଟେକ୍ ଗଉଡ୍ପାରା ଆମ୍କେ ଜାଗିରଇସି । ଆମେ ପର୍ମେସର୍ ସଙ୍ଗ୍ ସବୁଦିନର୍ପାଇ ଗଟେକ୍ ଅଇବାଟାକେ ତାର୍ ବନି ଜରାଇଲା ।
ଆରି ଜେଡେବେଲେ ଜିସୁକିରିସ୍ଟ ଜେ କି ସବୁ ବିସ୍ବାସିମନର୍ ବଡ୍ ନେତା ଦେକାଇ ଅଇସି, ଉଜଲ୍ ଉନା ନ ଅଇବା ଡାକ୍ପୁଟାର୍ ପୁରୁସ୍କାର୍ ତମ୍କେ ଦେଇସି ।
ଏଟାର୍ଲାଗି ଆଲାଦ୍ କାଇଟା ଆମେ ଜାନ୍ଲୁନି । କିରିସ୍ଟ ଆମର୍ପାଇ ତାର୍ ନିଜର୍ ଜିବନ୍ ଦେଲା । ସେନ୍ତାରିସେ ଆମେମିସା ଆମର୍ ମିସିବିଡିରଇବା ବିସ୍ବାସି ବାଇବଇନି ମନର୍ଲାଗି ମର୍ବାକେ ତିଆର୍ ଅଇବାର୍ଆଚେ ।
କାଇକେବଇଲେ ବସ୍ବା ଜାଗାର୍ ମଜାଇ ରଇବା ମେଣ୍ଡାପିଲା, ସେ ଲକ୍ମନର୍ ସେବାକାରିଆ ଅଇସି, ଆରି ଜିବନ୍ ରଇବା ଗାଡ୍ବାଟେ ସେ ଲକ୍ମନ୍କେ ବାଟ୍କାଡାଇ ନେଇସି । ଆରି ପର୍ମେସର୍ ସେ ଲକ୍ମନର୍ ଆକିର୍ ଆଁସୁ ପୁଚି ଦେଇସି ।