ଜଅନ୍ 10:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ଜେ ମେଣ୍ଡା ଚାରାଉ ନଏଁ, ମାତର୍ ବୁତି ପାଉ, ମେଣ୍ଡାମନ୍ ତାର୍ ନିଜର୍ଟା ନଅତ୍, ସେଟାର୍ପାଇ ଡୁର୍କା ଆଇବାଟା ଦେକି ମେଣ୍ଡାମନ୍କେ ଚାଡି ପାଲାଇସି । ଆରି ଡୁର୍କା ମେଣ୍ଡାମନ୍କେ ଦାରି ଚିନ୍ ଚତର୍ କରିଦେଇସି । အခန်းကိုကြည့်ပါ။ |
ତମେ ଦେକାରକା କର୍ବା ବିସ୍ବାସିମନ୍କେ ଜତନ୍ କରା । କାଇକେବଇଲେ ସେମନ୍ ପର୍ମେସରର୍ ମେଣ୍ଡାରାସି ପାରା । ପର୍ମେସର୍ ସେ ଲକ୍ମନ୍କେ ତମ୍କେ ସର୍ପିଦେଇଆଚେ । ତମେ ସାର୍ଦାସଙ୍ଗ୍ ତାକର୍ ଜତନ୍ ନେବାର୍ଆଚେ । କାଇକେବଇଲେ ସେଟା ସେ ମନ୍ କଲାନି । ଡାବୁ ଆସା ଅଇକରି ଏ କାମ୍ କର୍ବାର୍ ନାଇ । ତାର୍ବାଦୁଲେ, ପର୍ମେସର୍କେ ଆରି ତାର୍ ଲକ୍ମନ୍କେ ସେବାକର୍ବାକେ ମନ୍ କରି ସେଟା କରା ।