13 ଜେ ବୁତି ମିଲବଲି ମେଣ୍ଡା ଚାରାଇସି, ସେ ମେଣ୍ଡାମନ୍କେ ଚାଡି ଉଟିଜାଇସି । କାଇକେବଇଲେ ସେ ମେଣ୍ଡାମନର୍ ପାଇ ଚିନ୍ତା ନ କରେ ।
ଜେ ମେଣ୍ଡା ଚାରାଉ ନଏଁ, ମାତର୍ ବୁତି ପାଉ, ମେଣ୍ଡାମନ୍ ତାର୍ ନିଜର୍ଟା ନଅତ୍, ସେଟାର୍ପାଇ ଡୁର୍କା ଆଇବାଟା ଦେକି ମେଣ୍ଡାମନ୍କେ ଚାଡି ପାଲାଇସି । ଆରି ଡୁର୍କା ମେଣ୍ଡାମନ୍କେ ଦାରି ଚିନ୍ ଚତର୍ କରିଦେଇସି ।
ମୁଇ ନିକ ମେଣ୍ଡା ଚାରାଉ । ବାବା ଜେନ୍ତାରି ମକେ ଜାନେ, ମୁଇ ମିସା ସେନ୍ତି ବାବାକେ ଜାନି,
ଇସ୍କାରିୟତ୍ ଜିଉଦା ଗରିବ୍ ଲକ୍ମନର୍ପାଇ ଚିନ୍ତା କର୍ତେରଇଲାଜେ ଏନ୍ତି କଇଲା ବଲି ନାଇ, ମାତର୍ ସେ ଗଟେକ୍ ଚର୍ । ତାର୍ ଦାଇତେ ରଇଲା ଟାଙ୍ଗାମୁନା ଟାନେଅନି ସେ ନିଜର୍ ପାଇ କେତେକ୍ କେତେକ୍ ଲୁଚାଇ ନେଇତେରଇଲା ।
ସେମନ୍ ପାର୍ତନା ଗରର୍ ମୁକିଆ ସସ୍ତନସ୍କେ ଦାରି ବିଚାର୍ନା ଜାଗାର୍ ମୁଆଟେ ମାଡ୍ମାର୍ଲାଇ । ମାତର୍ ଗାଲିଅ ସେଟାକେ ମନ୍ଦେଏ ନାଇ ।
ମାତର୍ ତମେ ଏ ବିସଇନେଇ ତେରେପେତେ ଉଆନାଇ । ବିବା ନ ଅଇଲା ଲକ୍ମନ୍ ସବୁବେଲେ ମାପ୍ରୁର୍ ସେବା କାମ୍ କର୍ବାକେ ମନ୍ କର । କାଇକେବଇଲେ ମାପ୍ରୁକେ ସାର୍ଦା କରାଇବାଟା ତାର୍ ମୁକିଅ କାମ୍ ।
ମାତର୍ ଜେ ବିବାଅଇଆଚେ, ସେ ଏ ଜଗତର୍ ସବୁ ବିସଇନେଇ ଚିନ୍ତା କର୍ସି । କାଇକେବଇଲେ ସେ ତାର୍ ମାଇଜିକେ ସାର୍ଦାସଙ୍ଗ୍ ରକ୍ବାକେ ମନ୍ କର୍ସି ।
ତିମତିକେ ଚାଡିଦେଲେ ଆରି ତମର୍ ବିସଇ କେ ମିସା, ଅଦିକ୍ ଚିନ୍ତା କର୍ବା ଲକ୍ ମର୍ ଲଗେ ନାଇ । ସେ ତମର୍ ଦୁକ୍ ସୁକ୍ ବିସଇନେଇ ସତଇସେ ଚିନ୍ତା କର୍ସି ।