ଜଅନ୍ 10:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ଏନ୍ତାରି ମର୍ ବିନ୍ ମେଣ୍ଡାମନ୍ ଆଚତ୍ । ସେମନ୍ ଏ ରାସି ଟାନେ ନାଇ, ମକେ ସେମନ୍କେ ମିସା ଆନ୍ବାକେ ପଡ୍ସି । ସେମନ୍ ମୁଇ ଡାକ୍ବାଟା ସୁନ୍ବାଇ ଆରି ତେଇର୍ ଗଟେକ୍ ରାସି ଅଇ ରଇବାଇ । “ အခန်းကိုကြည့်ပါ။ |
ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।