17 “ମର୍ ବାବା ମକେ ଆଲାଦ୍ କଲାନି, କାଇକେବଇଲେ ମୁଇ ମର୍ ଜିବନ୍ ଦେବାକେ ମନ୍ କଲିନି । ଆରି ମର୍ ଜିବନ୍ ଦାନ୍ କର୍ବି ବଇଲେ ଆରିତରେକ୍ ସେଟା ପାଇବି ।
ମୁଇ ନିମାନ୍ ମେଣ୍ଡା ଚାରାଉ ଗଉଡ୍ । ନିମାନ୍ ଗଉଡ୍ ମେଣ୍ଡାମନର୍ ଲାଗି ନିଜର୍ ଜିବନ୍ ମିସା ଦେଇସି ।
ସେନ୍ତାରିସେ ମୁଇ ମର୍ ନିଜର୍ ମେଣ୍ଡାମନ୍କେ ଜାନି । ଆରି ମେଣ୍ଡାମନ୍ ମିସା ମକେ ଜାନତ୍ । ମୁଇ ସେମନର୍ ଲାଗି ମର୍ ଜିବନ୍ ଦେବାକେ ମିସା ରାଜି ।
ମର୍ ଜିବନ୍ ବିନ୍ ଲକ୍ ନେଇ ନାପାରତ୍ । ସେଟା ମୁଇ ନିଜେ ମନ୍କରି ଦାନ୍ କର୍ବି କି ଆରିତରେକ୍ ଆନ୍ବାକେ ମିସା ମର୍ ଅଦିକାର୍ ଆଚେ । ମର୍ ବାବା ମକେ ଏ ଅଦିକାର୍ ଦେଇଆଚେ ।”
ସେବେଲା ଗଟେକ୍ ଜିଉଦି ଲକ୍ ଆରି ଜଅନର୍ ସିସ୍ମନ୍ ଅସୁକଲ୍ଅନି ରିତିନିତି ଇସାବେ ସୁକଲ୍ ଅଇବା ବିସଇ ନେଇ ତାକର୍ ବିତ୍ରେ ଦଦାପେଲା ଅଇତେ ରଇଲାଇ ।
ସତ୍ ବିସଇ ମନ୍କରି ବିନ୍ ବିସଇ ଗିନ୍ କଲୁସ୍ନି । ତେବର୍ପାଇ ତର୍ ପର୍ମେସର୍ ତକେ ବାଚ୍ଲାଆଚେ । ସେ ତକେ ଆଲାଦ୍ କରି ତର୍ ସଙ୍ଗାରିମନର୍ ତେଇଅନି ଅଦିକ୍ ସନ୍ମାନ୍ ଦେଇ ସାର୍ଦା କରାଇଆଚେ ।”
ଆମେ ଦେକ୍ଲୁନି, ଜିସୁ କେନ୍ତି ଚନେକର୍ପାଇ ସରଗର୍ ଦୁତ୍ମନର୍ ଟାନେଅନି ତଲେ ଅଇରଇଲା । ଆରି ଜେନ୍ତିକି ସେ ପର୍ମେସରର୍ ଦୟା ପାଇକରି ସବୁଲକର୍ ପାଇ ଜନ୍ ଦୁକ୍ କସ୍ଟ ପାଇକରି ମଲା, ସେ ମରନର୍ ଲାଗି ଏବେ ଆମେ ତାକେ ମଇମା ଆରି ଡାକ୍ପୁଟା ଅଇଲାଟା ଦେକ୍ଲୁନି ।