18 ମର୍ ଜିବନ୍ ବିନ୍ ଲକ୍ ନେଇ ନାପାରତ୍ । ସେଟା ମୁଇ ନିଜେ ମନ୍କରି ଦାନ୍ କର୍ବି କି ଆରିତରେକ୍ ଆନ୍ବାକେ ମିସା ମର୍ ଅଦିକାର୍ ଆଚେ । ମର୍ ବାବା ମକେ ଏ ଅଦିକାର୍ ଦେଇଆଚେ ।”
ମୁଇ ନିମାନ୍ ମେଣ୍ଡା ଚାରାଉ ଗଉଡ୍ । ନିମାନ୍ ଗଉଡ୍ ମେଣ୍ଡାମନର୍ ଲାଗି ନିଜର୍ ଜିବନ୍ ମିସା ଦେଇସି ।
ସେନ୍ତାରିସେ ମୁଇ ମର୍ ନିଜର୍ ମେଣ୍ଡାମନ୍କେ ଜାନି । ଆରି ମେଣ୍ଡାମନ୍ ମିସା ମକେ ଜାନତ୍ । ମୁଇ ସେମନର୍ ଲାଗି ମର୍ ଜିବନ୍ ଦେବାକେ ମିସା ରାଜି ।
“ମର୍ ବାବା ମକେ ଆଲାଦ୍ କଲାନି, କାଇକେବଇଲେ ମୁଇ ମର୍ ଜିବନ୍ ଦେବାକେ ମନ୍ କଲିନି । ଆରି ମର୍ ଜିବନ୍ ଦାନ୍ କର୍ବି ବଇଲେ ଆରିତରେକ୍ ସେଟା ପାଇବି ।
ମୁଇ ମର୍ ବାବାକେ ଆଲାଦ୍ କଲିନି ଆରି ବାବାର୍ ଆଦେସ୍ ଇସାବେ କାମ୍ କଲିନି, ଏଟା ଦୁନିଆର୍ ଲକ୍ମନ୍ ଜାନତ୍ ବଲି ଏନ୍ତି ଗଟ୍ନା ଅଇଲାନି । ଜୁ, ଆମେ ଏ ଜାଗାଇଅନି ବାରଇ ଉଟି ଜୁ ।”
ମୁଇ ଜେନ୍ତି ମର୍ ବାବାର୍ ଆଦେସ୍ ମାନିକରି ତବିର୍ ଅଇଆଚି । ସେନ୍ତି ତମେ ମର୍ ଆଦେସ୍ ମାନ୍ସା ବଇଲେ ମର୍ ଆଲାଦେ ତବିର୍ ଅଇକରି ରଇସା ।”
ଜିସୁ ତାକେ କଇଲା, “ପର୍ମେସର୍ ତକେ ଦେଲାକେସେ ମର୍ ଉପ୍ରେ ତର୍ ଅଦିକାର୍ ଆଚେ, ମାତର୍ ତର୍ଟାନେ ମକେ ଜେ ସର୍ପି ଦେଲାଆଚେ, ତାର୍ ପାପ୍ ଅଦିକ୍ ଜବର୍ ।”
ବାବା ଜେନ୍ତିକି ଜିବନର୍ ମୁଲ୍, ସେନ୍ତାରିସେ ତାର୍ ପିଲା ମୁଇ ମିସା ଜିବନର୍ ମୁଲ୍ ।
ମୁଇ ମର୍ ନିଜର୍ ଅଦିକାରେ କାଇଟା ମିସା କରିନାଇ, ବାବା ମକେ କେନ୍ତି କଇଲା ଆଚେ, ସେନ୍ତିସେ ବିଚାର୍ କର୍ବି । ଆରି ମୁଇ କର୍ବାଟା ଟିକ୍ସେ । କାଇକେବଇଲେ ମୁଇ ନିଜେ ମନ୍କଲାଟା ପୁରାପୁରୁନ୍ କର୍ବାକେ ନାଇ, ମାତର୍ ମକେ ପାଟାଇଲା ପର୍ମେସର୍ ମନ୍କଲାଟା ପୁରାପୁରୁନ୍ କଲିନି ।
କାଇକେବଇଲେ ମୁଇ ନିଜେ ମନ୍ କଲାଟା ପୁରାପୁରୁନ୍ କର୍ବାକେ ଆସି ନାଇ, ମାତର୍ ମକେ ପାଟାଇରଇବା ପର୍ମେସରର୍ ମନ୍କଲାଟା ପୁରାପୁରୁନ୍ କର୍ବାକେ ସର୍ଗେଅନି ଆସିଆଚି ।
ମାତର୍ ପରମେସର୍ ଜିସୁକେ ମଲାଟାନେଅନି ଆରି ତରେକ୍ ଉଟାଇଲା । ମରନର୍ ବପୁତେଇଅନି ତାକେ ମୁକ୍ଲାଇଲା । କାଇକେବଇଲେ କେ ମିସା ତାକେ ମରାଇକରି ସେ ଜାଗାଇ ସଙ୍ଗଇ ନାପାର୍ଲାଇ ।
ଏବେ ଏ ଜିସୁକେ ପରମେସର୍ ଜିବନ୍ ଦେଇ ଉଟାଇଆଚେ । ଆମେ ସବୁ ସେ ଗଟ୍ନାର୍ ସାକି ।
ଜେ ଜିବନର୍ ବାଟ୍ ଦେକାଉ, ତାକେ ତମେ ମାର୍ଲାସ୍, ମାତର୍ ପର୍ମେସର୍ ତାକେ ମଲାଟାନେଅନି ଆରି ତରେକ୍ ଜିବନ୍ କରି ଉଟାଇଲା । ଆମେ ଅଇଲୁନି ତାର୍ ସାକି ।
ଏ ଜିସୁ କିରିସ୍ଟ ଆମର୍ ଲାଗି ମର୍ବାକେ ନିଜେ ସର୍ପିଅଇଲା । ପାପର୍ ବାନ୍ଦନେଅନି ମୁକ୍ଲାଇବାକେ ଆରି ତାର୍ପାଇ ସୁକଲ୍ ଲକ୍ କରାଇବାକେ ସେ ଏନ୍ତି କଲା । ସେ ଦେକ୍ବା ଇସାବେ, ଦରମ୍ କାମ୍ କର୍ବାକେ ବେସି ମନ୍ କର୍ବା ଲକ୍ ଅଇବାକେ ମିସା ।
ଆମେ ଦେକ୍ଲୁନି, ଜିସୁ କେନ୍ତି ଚନେକର୍ପାଇ ସରଗର୍ ଦୁତ୍ମନର୍ ଟାନେଅନି ତଲେ ଅଇରଇଲା । ଆରି ଜେନ୍ତିକି ସେ ପର୍ମେସରର୍ ଦୟା ପାଇକରି ସବୁଲକର୍ ପାଇ ଜନ୍ ଦୁକ୍ କସ୍ଟ ପାଇକରି ମଲା, ସେ ମରନର୍ ଲାଗି ଏବେ ଆମେ ତାକେ ମଇମା ଆରି ଡାକ୍ପୁଟା ଅଇଲାଟା ଦେକ୍ଲୁନି ।