20 ସେମନର୍ ବିତ୍ରେ କେତେକ୍ ଲକ୍ କଇବାର୍ ଦାର୍ଲାଇ, “ତାକେ ଡୁମା ଦାରିଆଚେ, ସେ ବାୟାଟା, କାଇକେ ତାର୍ କାତା ସୁନ୍ଲାସ୍ନି ?”
ସିସ୍ ତାର୍ ଗୁରୁର୍ ପାରା ଆରି ଗତିଦାଙ୍ଗ୍ଡା ନିଜର୍ ସାଉକାର୍ ପାରା ଅଇଲେ ସେମନ୍ ସାର୍ଦା ଅଇବାର୍ ଆଚେ । ଗଟେକ୍ ଗରର୍ ମୁକିଆ ମକେ, ବାଲ୍ଜିବୁଲ୍ ବଲି ଡାକ୍ଲାଇନି ବଇଲେ, ଗରର୍ ଆରି ଅଦେକ୍ ଲକ୍ମନ୍କେ ବାଇଦରେ ଅଦିକ୍ କାରାପ୍ ନାଉଁ ଦାରି ଡାକ୍ବାଇ ।”
ଜଅନ୍ ତର୍କେ ତର୍ ଉପାସ୍ କର୍ତେ ରଇଲା ଆରି କେବେ ମିସା ମଦ୍ ନ କାଇତେ ରଇଲା, ମାତର୍ ତମେ ତାକେ ଡୁମା ଦାର୍ଲା ଲକ୍ ବଲି କଇଲାସ୍ନି ।
ମାତର୍ ପାରୁସିମନ୍ କଇଲାଇ, “ସେ ଡୁମାମନର୍ ନେତାର୍ ବପୁ ସଙ୍ଗ୍ ବିନ୍ ଡୁମାମନ୍କେ କେଦ୍ଲାନି ।”
“ ଜିସୁକେ କାଇବାକେ ମିସା ବେଲା ନାଇ ।” ବଲି କଇ ତାକର୍ ଗରର୍ ଲକ୍ ସୁନି, ତାକେ ଗରେ ଡାକିନେବାକେ ଆଇଲାଇ । କାଇକେବଇଲେ ସେମନ୍ କଇଲାଇ, “ତାର୍ ବୁଦି ବାନାଅଇଗାଲାନି ।”
ଲକ୍ମନ୍ ତାକେ କଇଲାଇ, “ତକେ ଡୁମା ଦାର୍ଲା ଆଚେ । କେ ତକେ ମରାଇବାକେ ଚେସ୍ଟା କଲାନି ?”
ସେମନ୍ ଜିସୁକେ କଇଲାଇ, “ଏବେ ଆମେ ଜାନ୍ଲୁ ତକେ ଗଟେକ୍ ଡୁମା ଦାର୍ଲା ଆଚେ । ଅବ୍ରାଆମ୍ ଆରି ବବିସତ୍ବକ୍ତାମନ୍ ମରିଗାଲାଇ ଆଚତ୍, ମାତର୍ ତୁଇ କଇଲୁସ୍ନି ଜଦି କେ ମିସା ମର୍ କାତା ମାନ୍ସା ବଇଲେ ସେ କେବେ ମିସା ନ ମରେ ବଲି ।”
ପାଉଲ୍ ନିଜର୍ ବାଟେଅଇ କଇଲା ବେଲେ, ପେସ୍ଟସ୍ ତାକେ ଆଉଲିଅଇ କରି କଇଲା, “ପାଉଲ୍, ତୁଇ ବାୟା ଅଇଗାଲୁସ୍ ! ତୁଇ ପାଟ୍ପଡି ବେସି ପାଇରଇବା ଗିଆନ୍ ତକେ ବାୟା କଲାଆଚେ ।”