21 ମାତର୍ ବିନ୍ଲକ୍ମନ୍ କଇଲାଇ, “ଏ ସବୁ କାତା ତା ଡୁମା ଦାରି ରଇବା ଲକ୍ କଇନାପାରେ । ଡୁମା କାଇ କାଣା ଲକର୍ ଆଁକି ନିମାନ୍ କରିଦେଇପାରେ କି ?”
କାଣାମନ୍ ଦେକିପାର୍ଲାଇନି, ଚଟାମନ୍ ଇଣ୍ଡ୍ଲାଇନି, ବଡ୍ ରଗିମନ୍ ନିମାନ୍ ଅଇଲାଇନି, ବଇରାମନ୍ ସୁନ୍ଲାଇନି, ମଲା ଲକ୍ମନ୍ ଜିବନ୍ ଅଇଲାଇନି ଆରି ଗରିବ୍ ଲକ୍ମନର୍ ଲଗେ ନିମାନ୍ କବର୍ କେଟ୍ଲାନି ।
ସିରିଆ ଦେସର୍ ଗୁଲାଇବାଟେ ତାର୍ ନାଉଁ ଜାନ୍ଲାଇ ଆରି ଲକ୍ମନ୍ ଡୁମା ଦାରିରଇବା, ମୁର୍ଚା ଅଇରଇବା, ଚେରେଙ୍ଗ୍ ଦାରି ରଇବା ଆରି ବିଆଦି ଦାରିରଇଲା ଲକ୍ମନ୍କେ ତାର୍ଲଗେ ଆନ୍ଲାଇ । ସେ ସବୁକେ ନିକ କଲା ।
ସେ ବେଲେ ସିତ୍ ଦିନ୍ ଅଇରଇଲା ଆରି ଜିରୁସାଲାମ୍ ମନ୍ଦିର୍ ତିଆର୍ କଲା ପରବ୍ ଅଇତେରଇଲା ।
ଜିସୁ ଏ କାତା କଇଲା ପଚେ, ମାଟିତେଇ ତୁକି ସେ ତୁକ୍ ସଙ୍ଗ୍ କାଦ ଚକଟ୍ଲା । ଆରି ସେ କାଦ ନେଇକରି କାଣାର୍ ଦୁଇଟା ଆଁକିତେଇ ଲିପିଦେଲା ।