22 ସେ ବେଲେ ସିତ୍ ଦିନ୍ ଅଇରଇଲା ଆରି ଜିରୁସାଲାମ୍ ମନ୍ଦିର୍ ତିଆର୍ କଲା ପରବ୍ ଅଇତେରଇଲା ।
ଆରି, ଜିରୁସାଲାମ୍ ଅନି ଆସିରଇବା ସାସ୍ତର୍ ସିକାଉମନ୍ କଇଲାଇ, “ଆକେ ଡୁମାମନର୍ ନେତା ବାଲ୍ଜିବୁଲ୍ ଦାରିଆଚେ, ଆରି ଡୁମାମନର୍ ନେତାର୍ ବପୁସଙ୍ଗ୍ ଡୁମା ଚାଡାଇଲାନି ।”
ମାତର୍ ବିନ୍ଲକ୍ମନ୍ କଇଲାଇ, “ଏ ସବୁ କାତା ତା ଡୁମା ଦାରି ରଇବା ଲକ୍ କଇନାପାରେ । ଡୁମା କାଇ କାଣା ଲକର୍ ଆଁକି ନିମାନ୍ କରିଦେଇପାରେ କି ?”
ତେଇ ଜିସୁ ମନ୍ଦିରେ ସଲ୍ମନର୍ ମଣ୍ଡପେ ବୁଲ୍ତେରଇଲା ।