24 ତେଇ ଜିଉଦିମନ୍ ତାକେ ଚାରିବେଟ୍ତିଅନି ଡାବିଅଇ ପାଚାର୍ବାର୍ ଦାର୍ଲାଇ, “ଆରି କେତେ ଦିନ୍ ଜାକ ଆମ୍କେ ନାଡାଇସୁ ? ତମେ ଜଦି ପର୍ମେସର୍ ବାଚି ପାଟାଇଲା ରାଜା ମସିଅ ଅଇରଇଲେ ଆମ୍କେ ସତ୍ କାତା କ ।”
ସେମନ୍ ଜାଇ ଜିସୁକେ ପାଚାର୍ଲାଇ, “ଜନ୍ ଲକ୍ ଆଇସି ବଲି ଜଅନ୍ କଇରଇଲା, ସେ ଲକ୍ ତମେ କି ? ନଇଲେ, ଆମେ ଆରି ବିନ୍ ଲକ୍କେ ଜାଗ୍ବୁ କି ?”
ଏ ସବୁ ବିସଇର୍ କାତା ଜିସୁ ତାର୍ ସିସ୍ମନ୍କେ କାଇଟାମିସା ନ ଲୁଚାଇକରି କୁଲାକୁଲି ବାବେ କଇଦେଲା । ସେ ବେଲା ପିତର୍ ଜିସୁକେ ଅଁତ୍ରେ ଡାକିନେଇକରି କଇଲା, “ତମେ କଇବା କାତା ସବୁ ସେନ୍ତି ନ ଅ ।”
ଲକ୍ମନ୍ ଆସାଅଇ କିରିସ୍ଟକେ ଜାଗ୍ତେ ରଇଲାଇ ଜେ, କେଡେବେଲେ ଏ ମିସା କିରିସ୍ଟ ଅଇରଇସି ବଲି ବାବି, ଜଅନର୍ ବିସଇ ଚିନ୍ତା କର୍ତେରଇଲାଇ ।
ଜିରୁସାଲମର୍ ଜିଉଦି ନେତାମନ୍, କେତେଟା ଦରମ୍ ଗୁରୁମନ୍କେ ଆରି ଲେବି ଦଲର୍ ଲକ୍ମନ୍କେ ଡୁବନ୍ ଦେଉ ଜଅନର୍ ଲଗେ “ତମେ କେ ?” ବଲି ପାଚାର୍ବାକେ ପାଟାଇଲାଇ ।
ଏ କାତା ସୁନି ଲକ୍ମନ୍ ତାକେ ଆରିତରେକ୍ ମାର୍ବାକେ ପାକ୍ନା ବେଟ୍ଲାଇ ।
ସେମନ୍ ତାକେ କଇଲାଇ, “ନିମାନ୍ କାମର୍ ଲାଗି ତକେ ଆମେ ମାର୍ବାକେ ପାକ୍ନା ବେଟୁନାଇ, ମାତର୍ ପର୍ମେସର୍କେ ନିନ୍ଦା କଲୁସ୍ନି ବଲିକରି, ଆରି ତୁଇ ମନସ୍ ଅଇକରି ନିଜ୍କେ ପର୍ମେସର୍ ବଲାଇଅଇବାର୍ ଲାଗି ।”
“ମୁଇ ତମ୍କେ କାତା ମଲ୍କାଇ କରି ଏ ସବୁ କଇଲିନି, ଏନ୍ତି ବେଲା ଆଇସି, ତମ୍କେ ଆରି ମୁଇ କାତା ନ ମଲ୍କାଇ, ସଲ୍କେ ବାବାର୍ ବିସଇ କଇଦେବି ।
ଜିଉଦି ନେତାମନ୍ ପାଚାର୍ଲାଇ, “ତୁଇ କେ ? ଆମ୍କେ କ ।” ଜିସୁ ସେମନ୍କେ କଇଲା, “ଆରାମେ ଅନି ମୁଇ କେ ବଲି କଇଆଇଲିନି ।
ସେମନ୍ ପାଚାର୍ଲାଇ “ତୁଇକାଇ ଆମର୍ ବାବା ଅବ୍ରାଆମ୍ଟାନେଅନି ବଡ୍ ଲକ୍କି ? ସେମନ୍ ମିସା ମରିଗାଲାଇ ଆଚତ୍ ଆରି ବବିସତ୍ବକ୍ତାମନ୍ ମିସା ମରିଜାଇଆଚତ୍ । ତୁଇ ନିଜ୍କେ କେ ବଲି ବାବ୍ଲୁସ୍ନି ?”
ତାର୍ ମାଆ ବାବା ଜିଉଦି ନେତାମନ୍କେ ଡରି ଏନ୍ତି ବଲି କଇଦେଲାଇ । କାଇକେ ବଇଲେ ଜିସୁକେ ଜଦି ମସିଅ ବଲି କଇସି ବଇଲେ ତାକେ ପର୍ମେସର୍କେ ଉପାସନା କର୍ବା ଗର୍ ବିତ୍ରେ ଜିବାକେ ନ ଦେଅତ୍ ବଲି ଆଗ୍ତୁସେ କଇରଇଲାଇ ।
ଆମ୍କେ ଏ ଆସା ରଇଲାକେ, ଆମେ ବେସି ସାଆସ୍ ସଙ୍ଗ୍ ଆଚୁ ।