ଜଅନ୍ 10:28 - ସତିଅର୍ ବାଟ୍ ନୁଆ ନିୟମ୍ 202028 ଆରି ମୁଇ ସେମନ୍କେ ନ ସାର୍ବା ଜିବନ୍ ଦେବି । ସେମନ୍ କେବେମିସା ନସ୍ଟ ନ ଅଅତ୍ । ସେମନ୍କେ ମର୍ ଆତେଅନି କେ ମିସା ଚାଡାଇ ନେଇ ନାପାରତ୍ । အခန်းကိုကြည့်ပါ။ |
ଏଲେମିସା ଗଟେକ୍ ମୁନୁସର୍ ପାପର୍ ପାଇ ସବୁ ଲକ୍କେ ମରନର୍ ଡଣ୍ଡ୍ ଆଇଲା । ମାତର୍ ସେ ଗଟେକ୍ ମୁନୁସ୍ ଜନ୍ଟାକି କିରିସ୍ଟ, ଜାଇଟା କଲାଆଚେ ସେଟା କେଡେକ୍ ବଡ୍ ବିସଇ ! ଜେତେକ୍ ଲକ୍ ପରମେସର୍ ବଡ୍ ଜିବନ୍ଦୁକାଇଲାଟା ଜବର୍ ଅଇତେ ଇନାମେ ମିଲାଇଆଚତ୍, ସେମନ୍ ଜିସୁକିରିସ୍ଟର୍ ବାଟେଅନି ସବୁ ଲକ୍ ତାର୍ଟାନେ ଦରମ୍ ବଲାଇ ଅଇବାଇ । ସେମନ୍ କିରିସ୍ଟର୍ ସଙ୍ଗ୍ ଜିତି କରି ଜିଉନା କାଉନା କରି ସାସନ୍ କର୍ବାଇ ।