ଜଅନ୍ 10:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ଜାଗୁଆଲ୍ ଦୁଆର୍ ଉଗାଡି ଦେଇସି ଆରି ନାଉଁ ଦାରି ଡାକ୍ସି । ମେଣ୍ଡାମନ୍ ତାର୍ ଡାକ୍ଲାଟା ସୁନ୍ବାଇ, ଆରି ସେମନ୍କେ ବାର୍କରାଇ ଦାରିଜାଇସି । အခန်းကိုကြည့်ပါ။ |
ଆରି ବାଇ ଜେ କି ସବୁବେଲେ ମକେ ସାଇଜ କର୍ସୁ, ଏ ଦୁଇଟା ମାଇଜିମନ୍ ସାନ୍ତି ସଙ୍ଗ୍ ରଇବାକେ ତୁଇ ସାଇଜ କର୍ । କାଇକେବଇଲେ ସୁବ୍କବର୍ ଜାନାଇବା କାମେ ସେମନ୍ ମର୍ସଙ୍ଗ୍ ରଇକରି ବେସି ଆବଡ୍ ଅଇଲାଇ ଆଚତ୍ । ସେନ୍ତାରିସେ କେଲେମେନ୍ଟ ଆରି ବିନ୍ ଲକ୍ମନ୍ ମିସା ମର୍ ସଙ୍ଗ୍ କାମ୍ କର୍ତେରଇଲାଇ । ପର୍ମେସର୍ ତାର୍ ବଇଟାନେ ସେମନର୍ ସବୁ ଲକର୍ ନାଉଁ ଲେକ୍ଲା ଆଚେ । ସେ ସବୁ ଲକ୍ ନ ସାର୍ବା ଜିବନ୍ ପାଇଲାଇ ଆଚତ୍ ।
ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।