31 ଏ କାତା ସୁନି ଲକ୍ମନ୍ ତାକେ ଆରିତରେକ୍ ମାର୍ବାକେ ପାକ୍ନା ବେଟ୍ଲାଇ ।
ତାର୍ପଚେ ପାରୁସିମନ୍ ସେ ଜାଗାଇଅନି ବାରଇ ଉଟିଜାଇ ଜିସୁକେ ମରାଇବାକେ ଜଜ୍ନା କଲାଇ ।
ଚାସିମନ୍ ସେ ଦାଙ୍ଗ୍ଡାମନ୍କେ ଦାରି, ଗଟେକ୍ ଲକ୍କେ ମାର୍ଲାଇ, ଆରି ଗଟେକ୍ ଲକ୍କେ ମରାଇଲାଇ, ଆରି ଗଟେକ୍ ଲକ୍କେ ପାକ୍ନାସଙ୍ଗ୍ ମାରିପାକାଇଲାଇ ।
ଜେନ୍ତିକି ଏବଲର୍ ବେଲେଅନି ଆରାମ୍ କରି ବର୍କିଆର୍ ପ ଜିକରିୟର୍ ଜାକ, ଜାକେ କି ତମେ ମନ୍ଦିର୍ ଆରି ବେଦିର୍ ମଜାଇ ମରାଇରଇଲାସ୍, ଦସ୍ ନ କରିରଇବା ସବୁ ଲକ୍ମନ୍କେ ମରାଇଲା ପାଇ ତମେ ଦସିଅଇ ଡଣ୍ଡ୍ ପାଇସା ।
ଜିରୁସାଲମର୍ ଜିଉଦି ନେତାମନ୍, କେତେଟା ଦରମ୍ ଗୁରୁମନ୍କେ ଆରି ଲେବି ଦଲର୍ ଲକ୍ମନ୍କେ ଡୁବନ୍ ଦେଉ ଜଅନର୍ ଲଗେ “ତମେ କେ ?” ବଲି ପାଚାର୍ବାକେ ପାଟାଇଲାଇ ।
ତେଇ ଜିଉଦିମନ୍ ତାକେ ଚାରିବେଟ୍ତିଅନି ଡାବିଅଇ ପାଚାର୍ବାର୍ ଦାର୍ଲାଇ, “ଆରି କେତେ ଦିନ୍ ଜାକ ଆମ୍କେ ନାଡାଇସୁ ? ତମେ ଜଦି ପର୍ମେସର୍ ବାଚି ପାଟାଇଲା ରାଜା ମସିଅ ଅଇରଇଲେ ଆମ୍କେ ସତ୍ କାତା କ ।”
ଜିସୁ ସେମନ୍କେ କଇଲା, “ମୁଇ ବାବାର୍ ଆଦେସ୍ ଇସାବେ ତମ୍କେ କେତେକ୍ କେତେକ୍ ନିମାନ୍ କାମ୍ ଦେକାଇ ଆଚି, ସେ ସବୁ ନିମାନ୍ କାମ୍ ବିତ୍ରେଅନି, କନ୍ କାମର୍ପାଇ ମକେ ମାର୍ବାକେ ପାକ୍ନା ବେଟିଆଚାସ୍ ?”
ସିସ୍ମନ୍ ତାକେ କଇଲାଇ, “ଏ ଗୁରୁ, ତମ୍କେତା କେତେ ଦିନ୍ ଆଗେ, ଲକ୍ମନ୍ ପାକ୍ନା ସଙ୍ଗ୍ ମାର୍ବାକେ ଚେସ୍ଟା କର୍ତେରଇଲାଇ, ତମେ ଆରିତରେକ୍ ତେଇ ଜିବାକେ ମନ୍ କଲାସ୍ନି କି ?”
ଜିସୁ ଏନ୍ତି କଇରଇଲାଜେ ଜିଉଦି ନେତାମନ୍ ତାକେ ମରାଇବାକେ ଅଦିକ୍ ଚେସ୍ଟା କଲାଇ । କାଇକେ ବଇଲେ ଜିସୁ ବିସ୍ରାମ୍ ବାରର୍ ନିୟମ୍ ମାନେ ନାଇ ବଲି ନାଇ, ମାତର୍ ସେ ପର୍ମେସର୍କେ ମର୍ ବାବା ବଲି କଇ, ନିଜ୍କେ ପର୍ମେସର୍ ସଙ୍ଗ୍ ସମାନ୍ କରି ରଇଲା ।
ଜିସୁ ଏ କାତା କଇବାବେଲେ ସେମନ୍ ତାକେ ମାର୍ବାକେ ପାକ୍ନା ବେଟ୍ଲାଇ, ମାତର୍ ଜିସୁ, ମନ୍ଦିରେ ଅନି ବାରଇ ଲକ୍ମନର୍ ବିତ୍ରେ ପୁରି ଉଟିଗାଲା ।
ତମର୍ ଆନିଦାଦିମନ୍ ବବିସତ୍ବକ୍ତାମନ୍କେ ନ ସାଦିକରି ଚାଡିରଇଲାଇ କି ? ମସିଅ ଆଇସି ବଲି କେତେ କେତେ ବରସ୍ ଆଗ୍ତୁ ଜାନାଇବା ପର୍ମେସରର୍ କାତାଜାନାଉମନ୍କେ ମରାଇଲାଇ । ଏବେ ତମେ ତାକେ ବିସ୍ବାସେ ବିସ୍ ଦେଲାପାରା କରି ମରାଇଆଚାସ୍ ।