32 ଜିସୁ ସେମନ୍କେ କଇଲା, “ମୁଇ ବାବାର୍ ଆଦେସ୍ ଇସାବେ ତମ୍କେ କେତେକ୍ କେତେକ୍ ନିମାନ୍ କାମ୍ ଦେକାଇ ଆଚି, ସେ ସବୁ ନିମାନ୍ କାମ୍ ବିତ୍ରେଅନି, କନ୍ କାମର୍ପାଇ ମକେ ମାର୍ବାକେ ପାକ୍ନା ବେଟିଆଚାସ୍ ?”
କାଣାମନ୍ ଦେକିପାର୍ଲାଇନି, ଚଟାମନ୍ ଇଣ୍ଡ୍ଲାଇନି, ବଡ୍ ରଗିମନ୍ ନିମାନ୍ ଅଇଲାଇନି, ବଇରାମନ୍ ସୁନ୍ଲାଇନି, ମଲା ଲକ୍ମନ୍ ଜିବନ୍ ଅଇଲାଇନି ଆରି ଗରିବ୍ ଲକ୍ମନର୍ ଲଗେ ନିମାନ୍ କବର୍ କେଟ୍ଲାନି ।
ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ପର୍ତୁମ୍ କଇଆଚି, ମାତର୍ ମକେ ବିସ୍ବାସ୍ କରାସ୍ନାଇ । ମର୍ ବାବାର୍ ଅଦିକାରେ ମୁଇ ଜନ୍ ଜନ୍ କାମ୍ମନ୍ କଲିଆଚି, ସେ ସବୁଜାକ ମର୍ ବିସଇର୍ ସାକି ଦେଲାନି ।
ଏ କାତା ସୁନି ଲକ୍ମନ୍ ତାକେ ଆରିତରେକ୍ ମାର୍ବାକେ ପାକ୍ନା ବେଟ୍ଲାଇ ।
ସେମନ୍ ତାକେ କଇଲାଇ, “ନିମାନ୍ କାମର୍ ଲାଗି ତକେ ଆମେ ମାର୍ବାକେ ପାକ୍ନା ବେଟୁନାଇ, ମାତର୍ ପର୍ମେସର୍କେ ନିନ୍ଦା କଲୁସ୍ନି ବଲିକରି, ଆରି ତୁଇ ମନସ୍ ଅଇକରି ନିଜ୍କେ ପର୍ମେସର୍ ବଲାଇଅଇବାର୍ ଲାଗି ।”
ମୁଇ ଜଦି ମର୍ ବାବାର୍ କାମ୍ ନ କରି, ସେନ୍ତାର୍ଆଲେ ମକେ ବିସ୍ବାସ୍ କରାନାଇ ।
ମାତର୍ ମର୍ଲଗେ, ଜଅନର୍ ତେଇଅନି ଅଦିକ୍ ବପୁର୍ ଗଟେକ୍ ସାକି ଆଚେ । ପର୍ମେସରର୍ ଆଦେସ୍ ଇସାବେ ମୁଇ ଜନ୍ ସବୁ କାମ୍ କଲିନି, ସେଟା ସବୁ ମର୍ ପାଇ ନିକ ସାକି । ସେ ସବୁ କଇଲାନିଜେ, ମକେ ପର୍ମେସର୍ ପାଟାଇଲା ଆଚେ ବଲି ।
ନାଜରିତର୍ ଜିସୁର୍ ବିସଇ ଆରି ପରମେସର୍ ତାକେ କେନ୍ତି ସୁକଲ୍ ଆତ୍ମା ଆରି ବପୁ ପୁରାପୁରୁନ୍ ଦେଇରଇଲା, ସେଟା ଜାନୁସ୍ । ଆରି ଜାନିଆଚୁସ୍, ସେ ସବୁ ବାଟେ ଜାଇ ନିକନିକ କାମ୍ମନ୍ କରିରଇଲା । ସଇତାନର୍ ବାନ୍ଦନେ ରଇଲା ଲକ୍ମନ୍କେ ମୁକ୍ଲାଇଲା । କାଇକେବଇଲେ ପରମେସର୍ ତାର୍ ସଙ୍ଗ୍ ରଇଲା ।
ପିତର୍ କଇଲା, “ଏ ଇସ୍ରାଏଲ୍ ଦେସର୍ ଲକ୍ମନ୍ ତମେ ମୁଇ କଇବା କାତା ସୁନା । ପରମେସର୍ସେ ବାଚି ପାଟାଇଲା ଲକ୍, ନାଜରିତ୍ ଗଡର୍ ଜିସୁ ବଲିକରି ସେ ତମର୍ ଲଗେ ରଇଲା ବେଲେ, ଦେକାଇଦେଲା । ସେଟା କେନ୍ତାର୍ ବଇଲେ, ପରମେସର୍ ତାର୍ତେଇଅନି କାବା ଅଇଜିବା କାମ୍ କଲାଆଚେ । ଏଟା ସତ୍ ବଲି ତମେ ଜାନିଆଚାସ୍ ।
ଆମେ କୟିନର୍ପାରା ଅଇବାର୍ ନାଇ । ସେ ଗଟେକ୍ ସଇତାନର୍ ଲକ୍ ରଇଲା । ଜେକି ଜେତ୍କି କାରାପ୍ କାମ୍ କରାଇସି । ସେ ତାର୍ ସାନ୍ବାଇକେ ମିସା ମରାଇଲା । ସେ କାଇକେ ସେନ୍ତାରି କଲା ? କାଇକେବଇଲେ, ତାର୍ ନିଜର୍ ଜେତ୍କି କାମ୍ କାରାପ୍ ରଇଲା, ତାର୍ ବାଇ ଏବଲର୍ କାମ୍ମନ୍ ସେତ୍କି ଦରମ୍ ରଇଲା ।