33 ସେମନ୍ ତାକେ କଇଲାଇ, “ନିମାନ୍ କାମର୍ ଲାଗି ତକେ ଆମେ ମାର୍ବାକେ ପାକ୍ନା ବେଟୁନାଇ, ମାତର୍ ପର୍ମେସର୍କେ ନିନ୍ଦା କଲୁସ୍ନି ବଲିକରି, ଆରି ତୁଇ ମନସ୍ ଅଇକରି ନିଜ୍କେ ପର୍ମେସର୍ ବଲାଇଅଇବାର୍ ଲାଗି ।”
ତେଇ ଜିଉଦିମନ୍ ତାକେ ଚାରିବେଟ୍ତିଅନି ଡାବିଅଇ ପାଚାର୍ବାର୍ ଦାର୍ଲାଇ, “ଆରି କେତେ ଦିନ୍ ଜାକ ଆମ୍କେ ନାଡାଇସୁ ? ତମେ ଜଦି ପର୍ମେସର୍ ବାଚି ପାଟାଇଲା ରାଜା ମସିଅ ଅଇରଇଲେ ଆମ୍କେ ସତ୍ କାତା କ ।”
ବାବା ଆରି ମୁଇ ଗଟେକ୍ ସେ ।”
ଜିସୁ ସେମନ୍କେ କଇଲା, “ମୁଇ ବାବାର୍ ଆଦେସ୍ ଇସାବେ ତମ୍କେ କେତେକ୍ କେତେକ୍ ନିମାନ୍ କାମ୍ ଦେକାଇ ଆଚି, ସେ ସବୁ ନିମାନ୍ କାମ୍ ବିତ୍ରେଅନି, କନ୍ କାମର୍ପାଇ ମକେ ମାର୍ବାକେ ପାକ୍ନା ବେଟିଆଚାସ୍ ?”
ଜିଉଦି ନେତାମନ୍ ତାକେ କଇଲାଇ, “ଆମର୍ ଗଟେକ୍ ନିୟମ୍ ଆଚେ । ସେ ନିୟମ୍ ଇସାବେ ଏ ମର୍ବାର୍ ଆଚେ ଆକା । କାଇକେ ବଇଲେ ସେ ନିଜେ ମୁଇ ପର୍ମେସରର୍ ପିଲା ବଲି ଦାବି କଲାଆଚେ ।”
ଜିସୁ ଏନ୍ତି କଇରଇଲାଜେ ଜିଉଦି ନେତାମନ୍ ତାକେ ମରାଇବାକେ ଅଦିକ୍ ଚେସ୍ଟା କଲାଇ । କାଇକେ ବଇଲେ ଜିସୁ ବିସ୍ରାମ୍ ବାରର୍ ନିୟମ୍ ମାନେ ନାଇ ବଲି ନାଇ, ମାତର୍ ସେ ପର୍ମେସର୍କେ ମର୍ ବାବା ବଲି କଇ, ନିଜ୍କେ ପର୍ମେସର୍ ସଙ୍ଗ୍ ସମାନ୍ କରି ରଇଲା ।
ସାସନ୍କାରିଆମନର୍ କାତା ସବୁ ଲକ୍ ମାନ୍ବାକେ ବାଦିଅ, କାଇକେବଇଲେ ପରମେସର୍ ଆଦେସ୍ ନ ଦେଲେ କେ ମିସା ସାସନ୍ କର୍ବାକେ ଅଦିକାର୍ ନ ପାଏ । ଗାଦିଟାନେ ରଇଲା ସାସନ୍କାରିଆମନ୍କେ ପରମେସର୍ ବସାଇଲା ଆଚେ ।
ସେ ପର୍ମେସରର୍ ପାରା ସବୁ ରକାମ୍ ରଇଲେ ମିସା, ତାର୍ ସଙ୍ଗ୍ ସମାନ୍ଅଇ ରଇବା ଅଦିକାର୍ ନିଜର୍ପାଇ ଦାରିକରି ରଇବି ବଲି ମନ୍ କରେ ନାଇ ।