35 ଆମେ ଜାନୁ ସାସ୍ତରର୍ ବାକିଅ ସବୁ ଦିନର୍ ପାଇ ସତ୍ । ପର୍ମେସରର୍ ବାକିଅ ଜନ୍ଲକ୍ମନ୍ ଜାନିଆଚତ୍, ସେମନ୍କେ ପର୍ମେସର୍ ବଲି କୁଆ ଅଇଲାଆଚେ ।
ସରଗ୍ ଆରି ମଚ୍ପୁର୍ କୁରୁପ୍ନାସ୍ ଅଇଜାଇସି, ମାତର୍ ମର୍ ସବୁ ବାକିଅ କେବେ ମିଚ୍ ନ ଅଏ ।
ସେମନ୍ ଜିସୁକେ କୁର୍ସେ ମାରି କରି ସେ ପିନ୍ଦିରଇବା ବସ୍ତର୍ ତାକର୍ ତାକର୍ ବିତ୍ରେ କେଡ୍ପୁଟାଇ ବାଟାକରି ନେଲାଇ ।
ମନେରକିରୁଆ, ମୁଇ ତମ୍କେ ସତ୍ କଇଲିନି ସରଗ୍ ଆରି ଦର୍ତନି ତବିର୍ ଅଇ ରଇବା ଜାକ ମସାର୍ ନିୟମର୍ ଗଟେକ୍ ଚିନ୍ ମିସା ନ ବୁଡେ । ସବୁ ବିସଇ ପୁରାପୁରୁନ୍ ନ ଅଇତେ ଏ ସବୁ ନ ଗଟେ ।
ସରଗ୍ ଆରି ଦୁନିଆ ନସିଗାଲେ ମିସା ନିୟମେ ଲେକା ଅଇରଇଲାଟା ଗଟେକ୍ ମିସା ଅଇକର୍ ନ ନସେ ।”
ଜିସୁ ସେମନ୍କେ କଇଲା, “ତମର୍ ରିତିନିତି ଟାନେ କାଇ ଏଟା ଲେକାନାଇ କି ? ପର୍ମେସର୍ କଇଲା ତମେ ପର୍ମେସର୍ ।
ବାବା ମକେ ବାଚିକରି ଏ ଦୁନିଆଇ ପାଟାଇଆଚେ, ସେନ୍ତାର୍ ଆଲେ ମୁଇ ନିଜ୍କେ ପର୍ମେସରର୍ ପ ବଲି କଇଲାକେ, ତମେ ମକେ କେନ୍ତି ପର୍ମେସର୍କେ ନିନ୍ଦା କଲୁସ୍ନି ବଲି କଇଲାସ୍ନି ?
ଏତ୍କି ବିତ୍ରେ ଜିସୁ ସବୁ ବିସଇ ପୁରାପୁରୁନ୍ ଅଇଲାଟା ଜାନିପାର୍ଲା, ମାତର୍ ସାସ୍ତରର୍ ବବିସତ୍ କାତା ପୁରା କର୍ବାପାଇ ସେ କଇଲା “ମକେ ସସ୍ କଲାନି ।”
“ଏ ମର୍ ବାଇବଇନିମନ୍, ଜନ୍ ଇସ୍କାରିୟତ୍ ଜିଉଦା ଜିସୁକେ ଦାରାଇଦେବାକେ ସତ୍ରୁମନ୍କେ ବାଟ୍ ଦେକାଇ ଆନିରଇଲା, ତାର୍ ବିସଇ, ଦାଉଦ୍ ସୁକଲ୍ଆତ୍ମାଇ ପୁରୁନ୍ଅଇ ବବିସତ୍କାତା ସୁନାଇ ରଇଲା । ଦରମ୍ ସାସ୍ତରର୍ କାତା ସିଦ୍ ଅଇବାକେ ଏଟା ଗଟ୍ବାର୍ ରଇଲା ।
ସାସନ୍କାରିଆମନର୍ କାତା ସବୁ ଲକ୍ ମାନ୍ବାକେ ବାଦିଅ, କାଇକେବଇଲେ ପରମେସର୍ ଆଦେସ୍ ନ ଦେଲେ କେ ମିସା ସାସନ୍ କର୍ବାକେ ଅଦିକାର୍ ନ ପାଏ । ଗାଦିଟାନେ ରଇଲା ସାସନ୍କାରିଆମନ୍କେ ପରମେସର୍ ବସାଇଲା ଆଚେ ।