37 ମୁଇ ଜଦି ମର୍ ବାବାର୍ କାମ୍ ନ କରି, ସେନ୍ତାର୍ଆଲେ ମକେ ବିସ୍ବାସ୍ କରାନାଇ ।
ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ପର୍ତୁମ୍ କଇଆଚି, ମାତର୍ ମକେ ବିସ୍ବାସ୍ କରାସ୍ନାଇ । ମର୍ ବାବାର୍ ଅଦିକାରେ ମୁଇ ଜନ୍ ଜନ୍ କାମ୍ମନ୍ କଲିଆଚି, ସେ ସବୁଜାକ ମର୍ ବିସଇର୍ ସାକି ଦେଲାନି ।
ଜିସୁ ସେମନ୍କେ କଇଲା, “ମୁଇ ବାବାର୍ ଆଦେସ୍ ଇସାବେ ତମ୍କେ କେତେକ୍ କେତେକ୍ ନିମାନ୍ କାମ୍ ଦେକାଇ ଆଚି, ସେ ସବୁ ନିମାନ୍ କାମ୍ ବିତ୍ରେଅନି, କନ୍ କାମର୍ପାଇ ମକେ ମାର୍ବାକେ ପାକ୍ନା ବେଟିଆଚାସ୍ ?”
ତୁଇ ବିସ୍ବାସ୍ କୁରୁସ୍ ନାଇ କି ପିଲିପ୍ ? ମୁଇ ବାବାର୍ ତେଇ ଆଚି ଆରି ବାବା ମର୍ଟାନେ ଆଚେ । ମୁଇ ତମ୍କେ ଜନ୍ କାତା ସବୁ କଇଲିଆଚି, ସେ ସବୁ କାତା ମର୍ ନିଜର୍ତେଇଅନି କଇନାଇ । ମାତର୍ ବାବା ମର୍ତେଇ ରଇକରି ତାର୍ କାମ୍, ମର୍ଟାନେଅନି କଲାନି ।
ଜଦି ମୁଇ ତାକର୍ ବିତ୍ରେ କାବା ଅଇଜିବା କାମ୍ ନ କରି ରଇଲେ, ସେମନ୍ ପାପି ବଲି ଦସି ନ ଅଇତାଇ । ମାତର୍ ସେମନ୍ ମୁଇ କଲା କାବାଅଇଜିବା କାମ୍ମନ୍ ଦେକ୍ଲାଇ ଆଚତ୍ । ଏନ୍ତି ବଇଲେ ମିସା ସେମନ୍ ମକେ ଆରି ମର୍ ବାବା ପର୍ମେସର୍କେ ଗିନ୍ କଲାଇ ଆଚତ୍ ।
ମର୍ ନିଜର୍ ପାଇ ଜଦି ମୁଇ ସାକି ଦେବି, ସେଟା ସତ୍ ବଲି ଦାରା ନ ଜାଏ ।