40 ତାର୍ପଚେ ସେ ଆରିତରେକ୍ ଜର୍ଦନ୍ ଗାଡର୍ ସେପାଟେ ଉଟିଜାଇକରି ଆଗେ ଜଅନ୍ ଜନ୍ ଜାଗାଇ ଡୁବନ୍ ଦେଇ ରଇଲା, ସେ ଜାଗାଇ ଜାଇକରି ରଇଲା ।
ଏ ଗଟ୍ନା ଜର୍ଦନ୍ ଗାଡର୍ ସେପାଟେ ବେତ୍ନି ନାଉଁର୍ ଜାଗାଇ, ଜଅନ୍ ଲକ୍ମନ୍କେ ଡୁବନ୍ ଦେଲା ବେଲା ଅଇରଇଲା ।
ତେବେ ଜିସୁ ଜିଉଦି ଲକ୍ମନର୍ ବିତ୍ରେ ସବୁଲକ୍ ଜାନ୍ଲା ପାରା ବୁଲାଚାଲା ନ କର୍ତେ ରଇଲା । ସେ ଜାଗାଇଅନି ବାରଇଜାଇକରି, ମରୁବାଲି ବୁଏଁ ରଇବା କିନରା ଜାଗାଇ ରଇଲା ଏପ୍ରଇମ୍ ନାଉଁର୍ ଗଟେକ୍ ଗଡେ ଜାଇ ସିସ୍ମନର୍ ସଙ୍ଗ୍ ତେଇ ରଇଲା ।
ତାର୍ ପଚେ ସେ ସିସ୍ମନ୍କେ କଇଲା, “ଆସା, ଆମେ ଆରିତରେକ୍ ଜିଉଦା ଦେସେ ବାଉଡି ଜୁ ।”
ଆରି ଜଅନର୍ ସିସ୍ମନ୍ ତାର୍ ଲଗେ ଆସି କଇଲାଇ, “ଏ ଗୁରୁ, ତମେ ଜର୍ଦନ୍ ଗାଡ୍ ସେପାଟେ କାର୍ସଙ୍ଗ୍ ବେଟ୍ ଅଇରଇଲାସ୍ ଆରି ତାର୍ ବିସଇ ତମେ ସାକି ଦେଇତେରଇଲାସ୍, ସେ ଲକ୍ ଏବେ ଲକ୍ମନ୍କେ ଡୁବନ୍ ଦେଲାନି ଆରି ସବୁ ଲକ୍ମନ୍ ତାର୍ ଲଗେ ଗାଲାଇନି ।”
ତାର୍ ପଚେ ଜିସୁ ଗାଲିଲି ବାଟେ ବୁଲ୍ବାର୍ ଗାଲା । ସେ ଜିଉଦା ଦେସେ ଜିବାକେ ମନ୍ କରେନାଇ । କାଇକେ ବଇଲେ ଜିଉଦି ନେତାମନ୍ ତାକେ ମରାଇବାକେ ଚେସ୍ଟା କର୍ତେ ରଇଲାଟା, ସେ ଜାନି ରଇଲା ।