7 ସେଟାର୍ ପାଇ ଜିସୁ ଆରିତରେକ୍ କଇଲା, “ମୁଇ ତମ୍କେ ସତ୍ କଇଲିନି ମୁଇ ମେଣ୍ଡାମନର୍ ଡିଆଗଡି ।
ଜିସୁ କଇଲା, “ମୁଇ ତମ୍କେ ସତ୍ କଇଲିନି, ଜେ ଦୁଆର୍ ବାଟେ ନ ଜାଇ ବିନ୍ବାଟେ ଜାଇ ମେଣ୍ଡାସାଲେ କେଟ୍ସି, ସେ ଚର୍ ଆରି କାଙ୍ଗାର୍ ।
ମୁଇ ଦୁଆର୍, ଜଦି କେ ମିସା ମର୍ ବାଟେ ଆସି କେଟ୍ସି ବଇଲେ, ସେ ରକିଆପାଇସି, ଆରି ସେ ବିତ୍ରେ ଆରି ବାଇରେ ଜାଇ ଚାରି ପାର୍ସି ।
ଜିସୁ ତାକେ କଇଲା, “ମୁଇ ସତ୍, ବାଟ୍ ଆରି ଜିବନ୍ । ମର୍ବାଟେ ନ ଗାଲେ ବାବା ପର୍ମେସର୍ ଲଗେ କେ ମିସା ଜାଇନାପାରେ ।”
କିରିସ୍ଟର୍ ଲାଗିସେ ଜିଉଦି ଆରି ଜିଉଦି ନଇଲା ସବୁଲକ୍ ଗଟେକ୍ ଆତ୍ମାଇ, ବାବାର୍ ମୁଆଟେ ଆସି ପାର୍ଲୁ ।