8 ମର୍ ଆଗ୍ତୁ ଜେତେଲକ୍ ଆସିଆଚତ୍, ସେମନ୍ ସବୁଲକ୍ ଜାକ ଚର୍ ଆରି କାଙ୍ଗାର୍ମନ୍, ସେଟାର୍ପାଇ ମେଣ୍ଡାମନ୍ ତାକର୍ କାତା ମୁଲ୍କେ ସୁନତ୍ନାଇ ।
ଜିସୁ କଇଲା, “ମୁଇ ତମ୍କେ ସତ୍ କଇଲିନି, ଜେ ଦୁଆର୍ ବାଟେ ନ ଜାଇ ବିନ୍ବାଟେ ଜାଇ ମେଣ୍ଡାସାଲେ କେଟ୍ସି, ସେ ଚର୍ ଆରି କାଙ୍ଗାର୍ ।
ମର୍ ସବୁ ମେଣ୍ଡାମନ୍ ମୁଇ ଡାକ୍ବାଟା ସୁନ୍ବାଇ, ମୁଇ ସେମନ୍କେ ଜାନି, ଆରି ସେମନ୍ ମର୍ ପଚେ ପଚେ ଆଇବାଇ ।
ମାତର୍ ମେଣ୍ଡାମନ୍ କେବେ ମିସା ନ ଚିନ୍ଲା ଲକର୍ ପଚ୍ ପଚ୍ ନ ଜାଅତ୍, ତାର୍ଲଗେଅନି ପାଲାଇବାଇ । କାଇକେବଇଲେ ସେମନ୍ ଅଚିନାର୍ ଲକ୍ ଡାକ୍ଲେ ନ ଜାଅତ୍ ।”
ତମର୍ ମନେରଇସି, ଅଲପ୍ ଆଗ୍ତୁ ତିଉଦା ନାଉଁର୍ ଗଟେକ୍ ଲକ୍ ରମିୟମନର୍ ବିରୁଦେ ଉଟ୍ଲା । ସେ ନିଜେ ବଡ୍ଲକ୍ ବଲି ଲକ୍ମନ୍କେ କଇଲାକେ ତାର୍ ସଙ୍ଗ୍ ଚାରିସଅ ଲକ୍ ମିସି ରଇଲାଇ । ମାତର୍ ତାକେ ମରାଇଲାଇ, ତାର୍ପଚେ ତାର୍ସଙ୍ଗର୍ ଲକ୍ମନ୍ ଚିନ୍ବିନ୍ ଅଇଗାଲାଇ ଆରି ତାର୍ ଦଲ୍ ବୁଡିଗାଲା ।