12 ତେଇ ସିସ୍ମନ୍ ଜିସୁକେ କଇଲାଇ, “ମାପ୍ରୁ, ଜଦି ସେ ସଇଲାଆଚେ ବଇଲେ ନିକ ଅଇସି ।”
ଜିସୁ କଇଲା, “ସବୁ ଲକ୍ ଇତିଅନି ବାରଇଜା । ଏ ଟକିତା ମରେନାଇ, ସଇଆଚେ ।” ତାର୍ କାତା ସୁନି ତେଇ ରଇଲା ଲକ୍ମନ୍ ତାକେ କିଜାଇବାର୍ ଦାର୍ଲାଇ ।
ଜିସୁ ଏ ସବୁ କାତା କଇଲା ପଚେ, ସିସ୍ମନ୍କେ କଇଲା, “ଆମର୍ ସବୁଲକର୍ ମଇତର୍ ଲାଜାର୍ ଏବେ ସଇଆଚେ, ତାକେ ମୁଇ ଉଟାଇବାର୍ ଗାଲିନି ।”
ଜିସୁ ଲାଜାରର୍ ମରନ୍ ବିସଇ ନେଇକରି କଇରଇଲା, ମାତର୍ ସିସ୍ମନ୍ ଲାଜାର୍କେ ଗୁନର୍ଲାଗି ସଇଲା ବିସଇ କଇଲାନି ବଲି ବାବ୍ଲାଇ ।