13 ଜିସୁ ଲାଜାରର୍ ମରନ୍ ବିସଇ ନେଇକରି କଇରଇଲା, ମାତର୍ ସିସ୍ମନ୍ ଲାଜାର୍କେ ଗୁନର୍ଲାଗି ସଇଲା ବିସଇ କଇଲାନି ବଲି ବାବ୍ଲାଇ ।
ଜିସୁ କଇଲା, “ସବୁ ଲକ୍ ଇତିଅନି ବାରଇଜା । ଏ ଟକିତା ମରେନାଇ, ସଇଆଚେ ।” ତାର୍ କାତା ସୁନି ତେଇ ରଇଲା ଲକ୍ମନ୍ ତାକେ କିଜାଇବାର୍ ଦାର୍ଲାଇ ।
ମାତର୍ ସବୁ ଲକ୍ ଟକିର୍ ଲାଗି କାନ୍ଦି କାନ୍ଦି କରି ବୁକେ ମାରିଅଇତେ ରଇଲାଇ । ତେଇ ଜିସୁ କଇଲା “କାନ୍ଦା ନାଇ, ସେ ମରେ ନାଇ, ମାତର୍ ସଇ ଦେଲାଆଚେ ।”
ଜିସୁ ଏ ସବୁ କାତା କଇଲା ପଚେ, ସିସ୍ମନ୍କେ କଇଲା, “ଆମର୍ ସବୁଲକର୍ ମଇତର୍ ଲାଜାର୍ ଏବେ ସଇଆଚେ, ତାକେ ମୁଇ ଉଟାଇବାର୍ ଗାଲିନି ।”
ତେଇ ସିସ୍ମନ୍ ଜିସୁକେ କଇଲାଇ, “ମାପ୍ରୁ, ଜଦି ସେ ସଇଲାଆଚେ ବଇଲେ ନିକ ଅଇସି ।”
ସେଟାର୍ପାଇ ଜିସୁ ସେମନ୍କେ ନିକ ସଙ୍ଗ୍ ବୁଜ୍ଲା ପାରା କଇଲା, “ଲାଜାର୍ ମରିଗାଲାଆଚେ ।