14 ସେଟାର୍ପାଇ ଜିସୁ ସେମନ୍କେ ନିକ ସଙ୍ଗ୍ ବୁଜ୍ଲା ପାରା କଇଲା, “ଲାଜାର୍ ମରିଗାଲାଆଚେ ।
ଏ ସବୁ ବିସଇର୍ କାତା ଜିସୁ ତାର୍ ସିସ୍ମନ୍କେ କାଇଟାମିସା ନ ଲୁଚାଇକରି କୁଲାକୁଲି ବାବେ କଇଦେଲା । ସେ ବେଲା ପିତର୍ ଜିସୁକେ ଅଁତ୍ରେ ଡାକିନେଇକରି କଇଲା, “ତମେ କଇବା କାତା ସବୁ ସେନ୍ତି ନ ଅ ।”
ତେଇ ଜିଉଦିମନ୍ ତାକେ ଚାରିବେଟ୍ତିଅନି ଡାବିଅଇ ପାଚାର୍ବାର୍ ଦାର୍ଲାଇ, “ଆରି କେତେ ଦିନ୍ ଜାକ ଆମ୍କେ ନାଡାଇସୁ ? ତମେ ଜଦି ପର୍ମେସର୍ ବାଚି ପାଟାଇଲା ରାଜା ମସିଅ ଅଇରଇଲେ ଆମ୍କେ ସତ୍ କାତା କ ।”
ଜିସୁ ଲାଜାରର୍ ମରନ୍ ବିସଇ ନେଇକରି କଇରଇଲା, ମାତର୍ ସିସ୍ମନ୍ ଲାଜାର୍କେ ଗୁନର୍ଲାଗି ସଇଲା ବିସଇ କଇଲାନି ବଲି ବାବ୍ଲାଇ ।
ଆରି ମୁଇ ତେଇ ନ ରଇଲି, ସେଟାର୍ପାଇ ତମର୍ ସଙ୍ଗ୍ ସାର୍ଦା କଲିନି, ଜେନ୍ତାରିକି ତମେ ବିସ୍ବାସ୍ କର୍ସା । ମାତର୍ ଆସା, ଏବେ ଆମେ ତାକେ ଜାଇ ଦେକୁ ।”
“ମୁଇ ତମ୍କେ କାତା ମଲ୍କାଇ କରି ଏ ସବୁ କଇଲିନି, ଏନ୍ତି ବେଲା ଆଇସି, ତମ୍କେ ଆରି ମୁଇ କାତା ନ ମଲ୍କାଇ, ସଲ୍କେ ବାବାର୍ ବିସଇ କଇଦେବି ।
ଜିସୁର୍ ସିସ୍ମନ୍ କଇଲାଇ, “ଏବେ ତମେ ଆମ୍କେ କାତା ମଲ୍କାଇ ନ କଇକରି ସଲ୍କେସେ କଇଲାସ୍ନି ।