15 ଆରି ମୁଇ ତେଇ ନ ରଇଲି, ସେଟାର୍ପାଇ ତମର୍ ସଙ୍ଗ୍ ସାର୍ଦା କଲିନି, ଜେନ୍ତାରିକି ତମେ ବିସ୍ବାସ୍ କର୍ସା । ମାତର୍ ଆସା, ଏବେ ଆମେ ତାକେ ଜାଇ ଦେକୁ ।”
ସେଟାର୍ପାଇ ଜିସୁ ସେମନ୍କେ ନିକ ସଙ୍ଗ୍ ବୁଜ୍ଲା ପାରା କଇଲା, “ଲାଜାର୍ ମରିଗାଲାଆଚେ ।
ତେଇ ତମା ନାଉଁର୍ ଜାକେ କି ବିଦୁମ୍ ବଲି କଇବାଇ, ସେ ତାର୍ ସଙ୍ଗର୍ ସିସ୍ମନ୍କେ କଇଲା, “ଜୁ ଆମେ ମିସା ଗୁରୁର୍ ସଙ୍ଗ୍ ଜାଇ ତାର୍ସଙ୍ଗ୍ ମରୁ ।”
ମାତର୍ ଜିସୁ ଏ କାତା ସୁନିକରି କଇଲା, “ଏ ଜର୍ ମର୍ବାପାଇ ଅଏ ନାଇ, ମାତର୍ ପର୍ମେସରର୍ ମଇମାର୍ ପାଇ । ସେଟାର୍ ଲାଗି, ତାର୍ ପଅ, ମୁଇ ମିସା ମଇମା ପାଇବି ।”
ଜିସୁ ସେ ଲକ୍ମନ୍କେ କଇଲା, “ଏ ସବଦ୍ ମର୍ ପାଇ ଅଏନାଇ, ମାତର୍ ତମର୍ ପାଇସେ ଅଇଲା ।
ଜେନ୍ତିକି ସେମନ୍ ତମର୍ଟାନେ ସର୍ପି ଅଇବାଇ । ସେଟାର୍ପାଇ ମୁଇ ନିଜ୍କେ ତମର୍ତେଇ ସୁକଲ୍ ଅଇଲିନି ।
ଏଟା ଜିସୁ ପର୍ତୁମ୍ କଲା କାବାଅଇଜିବା କାମ୍ । ସେଟା ଗାଲିଲି ଦେସର୍ କାନା ନଅରେ କରିରଇଲା । ଏନ୍ତି କରି ତାର୍ ମଇମା ଦେକାଇଲା ଆରି ତାର୍ ସିସ୍ମନ୍ ତାକେ ବିସ୍ବାସ୍ କଲାଇ ।
ତେବର୍ପାଇ ଜେତ୍କି ସବୁ ସାଦ୍ନା ବାନ୍ଦ୍ନା ଆଇଲାନି, ସେ ସବୁ ବିସଇ ତମର୍ ମଙ୍ଗଲର୍ପାଇ ସେ ଅଇଲାନି । ପର୍ମେସରର୍ ଜିବନ୍ ଦୁକାଇଲାଟା ଅଦିକ୍ ଅଦିକ୍ ଅଇକରି ଲକ୍ମନର୍ଟାନେ କେଟ୍ସି, ଆରି ସେମନ୍ ସବୁଲକ୍ ତାକେ ଦନିଅବାଦ୍ ଦେବାଇ ।
ସେନ୍ତାରିସେ ବାଚିଅଇଲା ଲକ୍ମନ୍ ମିସା କେବେ ନ ସାର୍ବା ମଇମା ସଙ୍ଗ୍ ଜିସୁକିରିସ୍ଟ ଦେବା ମୁକ୍ତି, ପାଇବାଇ । ସେମନର୍ଲାଗି ଏ ସବୁ ବିସଇ ମୁଇ ମୁର୍ଚିକରି ରଇଲିନି ।
ତମେ ଜେତ୍କି ଲକ୍ ପର୍ମେସରର୍ ପଅକେ ବିସ୍ବାସ୍ କଲାସ୍ନି, ତମ୍କେ ଏ ଚିଟି ଲେକ୍ଲିନି । ଜେନ୍ତାରିକି ଆମ୍କେ ନ ସାର୍ବା ଜିବନ୍ ଆଚେ ବଲି ତମେ ଜାନାସ୍ ।