16 ତେଇ ତମା ନାଉଁର୍ ଜାକେ କି ବିଦୁମ୍ ବଲି କଇବାଇ, ସେ ତାର୍ ସଙ୍ଗର୍ ସିସ୍ମନ୍କେ କଇଲା, “ଜୁ ଆମେ ମିସା ଗୁରୁର୍ ସଙ୍ଗ୍ ଜାଇ ତାର୍ସଙ୍ଗ୍ ମରୁ ।”
ପିଲିପ୍ ଆରି ବାର୍ତଲମି, ତମା ଆରି ସିସ୍ତୁମାଙ୍ଗୁମନ୍ ମାତିିଉ, ଆଲ୍ପିର୍ ପଅ ଜାକୁବ୍ ଆରି ତଦିୟ,
ପିତର୍ କଇଲା, “ଜଦି ମୁଇ ତମର୍ ସଙ୍ଗ୍ ମର୍ବାର୍ ରଇଲେ ମିସା, ମୁଇ ତମ୍କେ କେବେ ନାଜାନି ବଲି ନ କଇ ।” ବିନ୍ ସିସ୍ମନ୍ ମିସା ସେନ୍ତାର୍ କଇଲାଇ ।
ଆନ୍ଦ୍ରିୟ, ପିଲିପ୍, ବାର୍ତଲମି, ମାତିଉ, ତମା, ଆଲ୍ପିର୍ ପଅ ଜାକୁବ୍, ତଦିୟ, କିଣାନିୟ ସିମନ୍, ଜେ କି ରମିୟ ସର୍କାରର୍ ବିରୁଦେ ଉଟିରଇଲା ।
ସେବେଲାଇ ସିମନ୍ ଜିସୁକେ କଇଲା, “ଏ ମାପ୍ରୁ ମୁଇ ତର୍ସଙ୍ଗ୍ ବନ୍ଦି ଗରେ ଜିବାକେ ଆରି ମର୍ବାକେ ମିସା ରାଜି ଆଚି ।”
ମାତିଉ ଆରି ତମା, ଆଲ୍ପିର୍ ପ ଜାକୁବ୍ ଆରି ସିମନ୍, ଜାକେ କି କାଇ କାମ୍ କର୍ବାକେ ମିସା ଆଗ୍ତୁ ଅଇସି ବଲି କଇବାଇ ।
ଆରି ମୁଇ ତେଇ ନ ରଇଲି, ସେଟାର୍ପାଇ ତମର୍ ସଙ୍ଗ୍ ସାର୍ଦା କଲିନି, ଜେନ୍ତାରିକି ତମେ ବିସ୍ବାସ୍ କର୍ସା । ମାତର୍ ଆସା, ଏବେ ଆମେ ତାକେ ଜାଇ ଦେକୁ ।”
ସିସ୍ମନ୍ ତାକେ କଇଲାଇ, “ଏ ଗୁରୁ, ତମ୍କେତା କେତେ ଦିନ୍ ଆଗେ, ଲକ୍ମନ୍ ପାକ୍ନା ସଙ୍ଗ୍ ମାର୍ବାକେ ଚେସ୍ଟା କର୍ତେରଇଲାଇ, ତମେ ଆରିତରେକ୍ ତେଇ ଜିବାକେ ମନ୍ କଲାସ୍ନି କି ?”
ପିତର୍ ଜିସୁକେ କଇଲା, “ଏ ମାପ୍ରୁ ଏବେ କାଇକେ ତମର୍ ପଚେ ପଚେ ଆସିନାପାରି ? ମୁଇ ତମର୍ପାଇ ମର୍ବାକେ ମିସା ରାଜିଆଚି ।”
ତମା ଜିସୁକେ କଇଲା, “ଏ ମାପ୍ରୁ ତମେ କନ୍ ଜାଗାଇ ଗାଲୁସ୍ନି, ସେଟା ଆମେ ନାଜାନୁ, ଆରି ତେଇ ଜିବା ବାଟ୍ କେନ୍ତି ଜାନ୍ବୁ ?”
ଜିସୁର୍ କେତେଟା ସିସ୍ମନ୍ ଗଟେକ୍ ତେଇ ରୁଣ୍ଡିରଇଲାଇ । ସେମନ୍ ଅଇଲାଇନି, ସିମନ୍ ପିତର୍, ବିଦୁମ୍ ବଲି ଡାକ୍ବା ତମା ନାଉଁର୍ ସିସ୍, ଗାଲିଲି ଦେସର୍ କାନା ଗଡେ ରଇଲା ନିତନିଏଲ୍, ଜେବଦିର୍ ଦୁଇଟା ପିଲା ଜାକୁବ୍, ଜଅନ୍ ଆରି ବିନ୍ ଦୁଇଟା ସିସ୍ମନ୍ ।
ଜିରୁସାଲେମ୍ ନଅରେ ଜାଇକରି ସେମନ୍ ରଇବା ବାକ୍ରାଇ ପୁର୍ଲାଇ । ପିତର୍, ଜଅନ୍, ଜାକୁବ୍ ଆରି ତାର୍ ବାଇ ଆନ୍ଦ୍ରିୟ, ପିଲିପ୍, ତମା, ବାର୍ତଲମି, ମାତିଉ, ଆଲ୍ପିର୍ ପିଲା ଜାକୁବ୍, ଦେସ୍ ଆଲାଦ୍କର୍ବା ସିମନ୍ ଆରି ଜାକୁବର୍ ପିଲା ଜିଉଦା, ଏମନ୍ ରଇଲା ତେଇର୍ ପେରିତ୍ ସିସ୍ମନ୍ ।