18 ଜିରୁସାଲାମ୍ ଅନି ବେତ୍ନିଆ ତିନ୍ କିଲମିଟର୍ ତେଇଅନି ଉନାର୍ ବାଟ୍ ।
ଏ କାତା କଇକରି ଜିସୁ ସେମନ୍କେ ଚାଡି ଜିରୁସାଲମେଅନି ବେତ୍ନିଆଇ ଗାଲା । ସେ ତେଇ ଗଟେକ୍ ରାତି ବିତାଇଲା ।
ସେ ଦିନେସେ ଜିସୁର୍ ଦୁଇଟା ସିସ୍ମନ୍ ଜିରୁସାଲମେଅନି ଏଗାର କିଲମିଟର୍ ଦୁର୍କେ ରଇଲା ଇମାୟୁ ନାଉଁର୍ ଗାଏଁ ଇଣ୍ଡିକରି ଜାଇତେ ରଇଲାଇ ।
ବେତ୍ନିଆ ଗଡେ ଲାଜାର୍ ନାଉଁର୍ ଗଟେକ୍ ଲକ୍କେ ଜର୍ ଅଇରଇଲା । ମରିୟମ୍ ଆରି ତାର୍ ବଇନି ମାର୍ତା ସେ ଗାଏଁ ରଇଲାଇ ।
ସେମନ୍ ଚଟୁ ଗାଟି ଗାଟି ପାଁଚ୍ କି ଚଅ କିଲମିଟର୍ ଗାଲା ପଚେ, ଜିସୁ ପାନି ଉପ୍ରେ ଇଣ୍ଡି ଇଣ୍ଡି ଡଙ୍ଗା ଲଗେ ଆଇବାଟା ଦେକିକରି ସେମନ୍ ବେସି ଡରିଗାଲାଇ ।
ନଗରର୍ ବାଇରେ ରଇବା କୁଣ୍ଡେ ଚକ୍ଟାଗାଲା ଜାଗାଇ, ଅଙ୍ଗୁର୍ମନ୍ ପିଚକ୍ଲାଇ ଆରି ତେଇଅନି ବନି ବାରଇଲା । ସେ ବନି ତିନ୍ସ କିଲମିଟର୍ ଲମ୍, ଆରି ଦୁଇମିଟର୍ କାଲ୍ସେତ୍କି ବଇଗାଲା ।
ସେ ନଅର୍ ପୁରାପୁରୁନ୍ ଚାରିକନିଆ ରଇଲା । ତାର୍ ଲମ୍ ଆରି ଅସାର୍ ସମାନ୍ ରଇଲା । ଦୁତ୍ ତାର୍ ନାପ୍ବା ଡାଙ୍ଗ୍ ସଙ୍ଗ୍ ନଅର୍ ନାପ୍ଲା । ସେ ନାପ୍ବା ଇସାବେ ସେଟା ଦୁଇଅଜାର୍ ଚାର୍ସ କିଲମିଟର୍ ଲମ୍ ରଇଲା । ତାର୍ ଲମ୍ ଅସାର୍ ଆରି ଉଁଚ୍ ସମାନ୍ ରଇଲା ।