19 ଆରି ଜିଉଦିମନର୍ ତେଇଅନି କେତେକ୍ କେତେକ୍ ଲକ୍ମନ୍ ମାର୍ତା ଆରି ମରିୟମ୍ ଲଗେ ତାର୍ ମରିଜାଇରଇବା ବାଇର୍ ବିସଇ ସାଁତାଇବାକେ ଆସିରଇଲାଇ ।
ମାର୍ତାକେ ମରିୟମ୍ ନାଉଁର୍ ଗଟେକ୍ ବଇନି ରଇଲା । ସେ ମାପ୍ରୁର୍ ପାଦେ ବସି ତାର୍ ବାକିଅ ସୁନ୍ତେରଇଲା ।
ମାତର୍, ଗଟେକ୍ ବିସଇ ଆକା ସବୁର୍ଟାନେଅନି ମୁକିଅ । ସେଟା ମରିୟମ୍ ବାଚିକରି ନେଇଆଚେ । ସେଟା ତାର୍ଟାନେଅନି କେ ନେଇ ନାପାରତ୍ ।”
ଜିରୁସାଲମର୍ ଜିଉଦି ନେତାମନ୍, କେତେଟା ଦରମ୍ ଗୁରୁମନ୍କେ ଆରି ଲେବି ଦଲର୍ ଲକ୍ମନ୍କେ ଡୁବନ୍ ଦେଉ ଜଅନର୍ ଲଗେ “ତମେ କେ ?” ବଲି ପାଚାର୍ବାକେ ପାଟାଇଲାଇ ।
ବେତ୍ନିଆ ଗଡେ ଲାଜାର୍ ନାଉଁର୍ ଗଟେକ୍ ଲକ୍କେ ଜର୍ ଅଇରଇଲା । ମରିୟମ୍ ଆରି ତାର୍ ବଇନି ମାର୍ତା ସେ ଗାଏଁ ରଇଲାଇ ।
ମରିୟମ୍ ଉଟିକରି ଦାନ୍ଦା ପାନ୍ଦା ଅଇ ବାଇରେ ସାଁତାଇବାକେ ଆସିରଇଲା ଲକ୍ମନ୍ ଦେକ୍ଲାଇ, ସେମନ୍ ମିସା ତାର୍ ପଚେ ପଚେ ଗାଲାଇ । ସେମନ୍ ବାବ୍ଲାଇ, ସେ କବର୍ ଲଗେ କାନ୍ଦ୍ବାର୍ ଗାଲାନି ।
ମରିୟମ୍ ତାକେ ଆରି ତାର୍ ସଙ୍ଗ୍ ରଇବା ଲକ୍ମନ୍ କାନ୍ଦ୍ତେରଇବାଟା ଦେକି ଜିସୁ ଆତ୍ମାଇ ବେସି ମନ୍ଦୁକ୍ ଅଇଗାଲା ।
ତେଇ ଜିଉଦି ଲକ୍ମନ୍ କଇଲାଇ, “ଦେକା, ସେ ଲାଜାର୍କେ କେନ୍ତି ଆଲାଦ୍ କର୍ତେରଇଲା ।”
ଜିଉଦି ଲକ୍ମନର୍ ବିତ୍ରେଅନି, ବେସି ଲକ୍ ମରିୟମର୍ ଲଗେ ଆସିରଇଲାଇ, ଆରି ଜିସୁର୍ ଏ କାମ୍ ଦେକି, ତାକେ ବିସ୍ବାସ୍ କଲାଇ ।
ସିସ୍ମନ୍ ତାକେ କଇଲାଇ, “ଏ ଗୁରୁ, ତମ୍କେତା କେତେ ଦିନ୍ ଆଗେ, ଲକ୍ମନ୍ ପାକ୍ନା ସଙ୍ଗ୍ ମାର୍ବାକେ ଚେସ୍ଟା କର୍ତେରଇଲାଇ, ତମେ ଆରିତରେକ୍ ତେଇ ଜିବାକେ ମନ୍ କଲାସ୍ନି କି ?”
ଜଦି ଗଟେକ୍ ଲକ୍କେ ସାର୍ଦାର୍ ଦିନ୍ ଆଇଲାଆଚେ, ତେବେ, ତାର୍ ସଙ୍ଗ୍ ମିସି ସାର୍ଦା କରା, ଜଦି ଦୁକର୍ ଦିନ୍ ଆସିରଇଲେ, ସେ ଲକର୍ ସଙ୍ଗ ମିସି ଦୁକ୍ କରା ।
ସେ ଆମ୍କେ ସବୁ ଦୁକ୍ କସ୍ଟ ଆଇଲେ ସାଇଜ କର୍ସି । ସେନ୍ତାରିସେ ବିନ୍ ବିନ୍ ରକାମର୍ କସ୍ଟ ପାଇତେରଇବା ଲକ୍ମନ୍କେ ଆମେ ଜେନ୍ତି ଦୁକ୍ ସାରାଇବୁ । ପର୍ମେସର୍ ଟାନେଅନି ଜନ୍ ସାଇଜ ଆମେ ପାଇଲୁଆଚୁ, ସେ ସାଇଜର୍ ଲାଗି, ଆମେ ମିସା ବିନ୍ ଲକ୍କେ ସାଇଜ କର୍ବୁ ।
ଏସବୁ କାତାମନ୍ ସୁନାଇକରି ତମେ ନିଜର୍ ନିଜର୍ ଲକ୍ମନ୍କେ ସାଆସ୍ କରାଆ ।
ତେବେ ତମେ ଜେନ୍ତାରି କଲାସ୍ନି, ସେନ୍ତାରି ନିଜର୍ ଲକ୍ମନ୍କେ ଦୁକ୍ ସାରାଆ । ଆରି ସାଇଜ କର୍ତେରୁଆ ।