21 ମାର୍ତା ଜିସୁକେ କଇଲା, “ମାପ୍ରୁ ତମେ ଜଦି ଇତି ରଇତାସ୍ ବଇଲେ, ମର୍ ବାଇ ନ ମର୍ତା ।
ଜିସୁ ସେମନ୍କେ ଏ ସବୁ କାତା କଇଲା ବେଲେ, ଦେକା ଗଟେକ୍ ଜିଉଦିମନର୍ ପାର୍ତନା ଗରର୍ ନେତା ଜିସୁର୍ ଲଗେ ଆସି ମାଣ୍ଡିକୁଟା ଦେଇ କଇଲା, “ମର୍ ଟକି ଏବେସେ ମରିଗାଲା ଆଚେ, ମାତର୍ ତୁଇ ଆସି ତାର୍ ଉପ୍ରେ ଆତ୍ ସଙ୍ଗଇଲେ ସେ ବଁଚ୍ସି ।”
ଏ ମରିୟମ୍ ଅଇଲାନି, ଜନ୍ ମାଇଜି କି ବେସି ଦାମ୍ଦେବା ବାସ୍ନା ଚିକନ୍ ଜିସୁର୍ ପାଦେ ରକଇକରି ତାର୍ ଚେଣ୍ଡିସଙ୍ଗ୍ ପୁଚିଦେଇରଇଲା । ତାର୍ ବାଇ ଲାଜାର୍କେ ଆକା ଜର୍ ଅଇରଇଲା ।
ସେଟାର୍ପାଇ ତାର୍ ବଇନିମନ୍ ଜିସୁର୍ ଲଗେ କବର୍ ପାଟାଇଲାଇ, “ମାପ୍ରୁ ତମେ ଜାକେ ଆଲାଦ୍ କଲାସ୍ନି, ସେ ବେସି ଜର୍ ଅଇଲାଆଚେ ।”
ତେଇ ଜିସୁ ଜନ୍ ଜାଗାଇରଇଲା, ମରିୟମ୍ ସେ ଜାଗାଇ କେଟ୍ଲା ଆରି ଜିସୁକେ ଦେକିକରି ତାର୍ ପାଦେ ଡାଣ୍ଡାସନ୍ ପଡି କଇଲା, “ମାପ୍ରୁ ତମେ ଜଦି ଇତି ରଇତାସ୍ଆଲେ ମର୍ ବାଇ ନ ମର୍ତା ।”
ମାତର୍ ସେମନର୍ ବିତ୍ରେଅନି କେତେକ୍ ଲକ୍ କଇଲାଇ, “ଏ ଲକ୍ ଜନ୍ କାଣାକେ ଆଁକି ଡିସାଇରଇଲା, ସେ ମନ୍କଲେ କାଇ ଏ ଲାଜାରର୍ ମରନ୍ ମିସା ତେବାଇ ନାପାର୍ତା କି ?”