22 ମାତର୍, ମୁଇ ଜାନି ଆଚି । ଏବେ ମିସା ତମେ ପର୍ମେସର୍କେ ଜାଇଟା ମାଙ୍ଗ୍ଲେ, ସେଟା ଦେଇସି ।”
ଜିସୁ ସେମନର୍ ଲଗେ ଜାଇ କଇଲା, “ସରଗ୍ ଆରି ମଚ୍ପୁରର୍ ସବୁ ଅଦିକାର୍ ମକେ ଦିଆଅଇଲା ଆଚେ ।
ଜିସୁ ତାକେ କଇଲା, “କାଇକେ ଜଦି ପାରୁସ୍ ବଇଲେ ନିମାନ୍ କର୍ ବଲିକରି କଇଲୁସ୍ନି ? କାଇକେବଇଲେ ପର୍ମେସର୍କେ ବିସ୍ବାସ୍ କର୍ବା ଲକ୍ମନର୍ ତେଇ ସବୁ ଅଇସି ।”
ଜିସୁ ତାକେ କଇଲା, “ତର୍ ବାଇ ଆରି ଜିବନ୍ ଅଇ ଉଟ୍ସି ।”
ତମେ ମକେ ସବୁ ମୁନୁସ୍ ଜାତି ଉପ୍ରେ ଅଦିକାର୍ ଦେଇଆଚାସ୍ । ଆରି ଜନ୍ଲକ୍ମନ୍କେ ମକେ ସର୍ପି ଦେଇଆଚାସ୍, ସେମନ୍କେ ମୁଇ ନ ସାର୍ବା ଜିବନ୍ ଦେବି ।
ବାବା ପିଲାକେ ଆଲାଦ୍ କରି ସବୁ ବିସଇ ତାର୍ ଆତେ ସର୍ପି ଦେଲାଆଚେ ।
ପାପି ଲକ୍ମନର୍ ପାର୍ତନା ପର୍ମେସର୍ ନ ସୁନେ ବଲି ସବୁ ଲକ୍ମନ୍ ଜାନିଆଚତ୍ । ମାତର୍ ଜନ୍ ଲକ୍ ପର୍ମେସର୍କେ ଜୁଆର୍ କରି ସେ ମନ୍କଲା ଇସାବେ ଚଲାଚଲ୍ତି କଲାନି, ସେ ତାର୍ କାତା ସୁନ୍ସି ।