23 ଜିସୁ ତାକେ କଇଲା, “ତର୍ ବାଇ ଆରି ଜିବନ୍ ଅଇ ଉଟ୍ସି ।”
ମାତର୍, ମୁଇ ଜାନି ଆଚି । ଏବେ ମିସା ତମେ ପର୍ମେସର୍କେ ଜାଇଟା ମାଙ୍ଗ୍ଲେ, ସେଟା ଦେଇସି ।”
ମାର୍ତା ଜିସୁକେ କଇଲା, “ସେ ସାରାସାରି ଦିନେ ଆରିତରେକ୍ ଉଟ୍ବା ବେଲାଇ ଉଟ୍ସି, ଏଟା ମୁଇ ଜାନି ।”
ଜିସୁ ମାର୍ତାକେ କଇଲା, “ତୁଇ ଜଦି ବିସ୍ବାସ୍ କର୍ସୁ ବଇଲେ ପର୍ମେସରର୍ ମଇମା ଦେକ୍ସୁ ବଲି ମୁଇ ତକେ କଇ ନ ରଇଲି କି ?”