26 ଆରି ଜେ ଜଦି ବଁଚି ରଇକରି ବିସ୍ବାସ୍ କର୍ସି, ସେ କେବେ ମିସା ନ ମରେ । ଏ କାତା ବିସ୍ବାସ୍ କଲାସ୍ନି କି ?”
ତୁଇ କାଇ ନାଜାନୁସ୍ କି ? ମୁଇ ମର୍ ବାବାକେ ସାଇଜ ମାଙ୍ଗ୍ଲେ, ସେ ମର୍ପାଇ ଦାପ୍ରେସେ, ବାର୍ଟା ଦଲେଅନି ଅଦିକ୍ ସରଗର୍ ଦୁତ୍ମନ୍କେ ପାଟାଇପାରେ ।
ଜିସୁ ଗଟେକ୍ ଗରେ ଗାଲା ଆରି କାଣାମନ୍ ମିସା ତାର୍ ପଚ୍ ପଚ୍ ପୁର୍ଲାଇ । ପୁର୍ଲାକେ ଜିସୁ ସେମନ୍କେ ପାଚାର୍ଲା, “ମୁଇ ତମର୍ ଆଁକି ନିକ କରି ପାର୍ବି ବଲି ତମେ ବିସ୍ବାସ୍ କଲାସ୍ନି କି ?” ସେମନ୍ କଇଲାଇ “ଉଁ ମାପ୍ରୁ ।”
ଜିସୁ ତାକେ କଇଲା, “କାଇକେ ଜଦି ପାରୁସ୍ ବଇଲେ ନିମାନ୍ କର୍ ବଲିକରି କଇଲୁସ୍ନି ? କାଇକେବଇଲେ ପର୍ମେସର୍କେ ବିସ୍ବାସ୍ କର୍ବା ଲକ୍ମନର୍ ତେଇ ସବୁ ଅଇସି ।”
ଆରି ମୁଇ ସେମନ୍କେ ନ ସାର୍ବା ଜିବନ୍ ଦେବି । ସେମନ୍ କେବେମିସା ନସ୍ଟ ନ ଅଅତ୍ । ସେମନ୍କେ ମର୍ ଆତେଅନି କେ ମିସା ଚାଡାଇ ନେଇ ନାପାରତ୍ ।
ତୁଇ ବିସ୍ବାସ୍ କୁରୁସ୍ ନାଇ କି ପିଲିପ୍ ? ମୁଇ ବାବାର୍ ତେଇ ଆଚି ଆରି ବାବା ମର୍ଟାନେ ଆଚେ । ମୁଇ ତମ୍କେ ଜନ୍ କାତା ସବୁ କଇଲିଆଚି, ସେ ସବୁ କାତା ମର୍ ନିଜର୍ତେଇଅନି କଇନାଇ । ମାତର୍ ବାବା ମର୍ତେଇ ରଇକରି ତାର୍ କାମ୍, ମର୍ଟାନେଅନି କଲାନି ।
ମାତର୍ ମୁଇ ଜନ୍ ପାନି ଦେବି, ସେ ପାନି ଜେ କାଇସି ବଇଲେ, ତାକେ କେବେ ମିସା ସସ୍ ନ ଲାଗେ । ମୁଇ ଜନ୍ ପାନି ଦେବି, ସେଟା ଜିବନ୍ ଦେବା ପାନି ପାରା ଉଚ୍ଲି ଜାଇତେରଇସି । ତେଇ ଅନି ଜେ କାଇଲେ, ସେ ନ ସାର୍ବା ଜିବନ୍ ପାଇସି ।”
“ମୁଇ ତମ୍କେ ସତ୍ କଇଲିନି, ଜେ ମର୍ କାତା ସୁନି ମକେ ପାଟାଇଲା ପର୍ମେସର୍କେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ଆରି ସେ ବିଚାର୍ନା କରାଇ ନ ଅଏ । କାଇକେବଇଲେ ସେ ମରନ୍କେ ଜିତି କରି ଜିବନ୍ ପାଇଆଚେ ।
ମୁଇ ତମ୍କେ ସତ୍ କଇଲିନି, ଜନ୍ ଲକ୍ ମକେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି ।
ଜିସୁ ସେ ଲକ୍କେ ପାର୍ତନା ଗରେ ଅନି ବାର୍ କରାଇ ଦେଲାଟା ସୁନି ଆରିତରେକ୍ ତାକେ ଦେକାଇଅଇ, ପାଚାର୍ଲା, “ତୁଇ ପର୍ମେସର୍ ତେଇଅନି ଆଇଲା ନର୍ପିଲାକେ ବିସ୍ବାସ୍ କଲୁସ୍ନି କି ?”
କାଇକେବଇଲେ ସେନ୍ତି କଲେ, ତମେ ମର୍ସା ମାତର୍ ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ ନିଜର୍ ପାପ୍ଚଲନ୍ ନସ୍ଟ କରି ଆରି ପାପ୍ କାମ୍ ନ କରାସ୍, ତେବେସେ ତମେ ବଁଚ୍ସା ।