29 ମରିୟମ୍ ଏ କାତା ସୁନିକରି ଦାନ୍ଦା ପାନ୍ଦା ଅଇ ଜିସୁକେ ବେଟ୍ ଅଇବାର୍ ଗାଲା ।
ଏ ସବୁ କାତା କଇସାର୍ଲାପଚେ ମାର୍ତା ଜାଇକରି ନିଜର୍ ବଇନିକେ କେ ନ ସୁନ୍ଲାପାରା ଡାକି କଇଲା, “ଆଉ ଗୁରୁ ଆସିଆଚେ ଆରି ତକେ ଡାକ୍ଲାନି ।”
ଜିସୁ ସେଡ୍କିବେଲା ଗାଉଁ ବିତ୍ରେ ଆସି ନ ରଇଲା, ମାତର୍ ମାର୍ତା ତାକେ ଜନ୍ ଜାଗାଇ ବେଟ୍ ଅଇରଇଲା, ତେଇସେ ରଇଲା ।