3 ସେଟାର୍ପାଇ ତାର୍ ବଇନିମନ୍ ଜିସୁର୍ ଲଗେ କବର୍ ପାଟାଇଲାଇ, “ମାପ୍ରୁ ତମେ ଜାକେ ଆଲାଦ୍ କଲାସ୍ନି, ସେ ବେସି ଜର୍ ଅଇଲାଆଚେ ।”
ସେ ରାଣ୍ଡି ମାଇଜିକେ ଦେକି ଜିସୁ ଦୁକ୍କଲା ଆରି ତାକେ କଇଲା, “ଏ ମାଆ କାନ୍ଦ୍ନାଇ ।”
ବେତ୍ନିଆ ଗଡେ ଲାଜାର୍ ନାଉଁର୍ ଗଟେକ୍ ଲକ୍କେ ଜର୍ ଅଇରଇଲା । ମରିୟମ୍ ଆରି ତାର୍ ବଇନି ମାର୍ତା ସେ ଗାଏଁ ରଇଲାଇ ।
ଜିସୁ ଏ ସବୁ କାତା କଇଲା ପଚେ, ସିସ୍ମନ୍କେ କଇଲା, “ଆମର୍ ସବୁଲକର୍ ମଇତର୍ ଲାଜାର୍ ଏବେ ସଇଆଚେ, ତାକେ ମୁଇ ଉଟାଇବାର୍ ଗାଲିନି ।”
ଏ ମରିୟମ୍ ଅଇଲାନି, ଜନ୍ ମାଇଜି କି ବେସି ଦାମ୍ଦେବା ବାସ୍ନା ଚିକନ୍ ଜିସୁର୍ ପାଦେ ରକଇକରି ତାର୍ ଚେଣ୍ଡିସଙ୍ଗ୍ ପୁଚିଦେଇରଇଲା । ତାର୍ ବାଇ ଲାଜାର୍କେ ଆକା ଜର୍ ଅଇରଇଲା ।
ମାର୍ତା ଜିସୁକେ କଇଲା, “ମାପ୍ରୁ ତମେ ଜଦି ଇତି ରଇତାସ୍ ବଇଲେ, ମର୍ ବାଇ ନ ମର୍ତା ।
ତେଇ ଜିଉଦି ଲକ୍ମନ୍ କଇଲାଇ, “ଦେକା, ସେ ଲାଜାର୍କେ କେନ୍ତି ଆଲାଦ୍ କର୍ତେରଇଲା ।”
ଜିସୁ, ମାର୍ତା, ତାର୍ ବଇନି ଆରି ଲାଜାର୍କେ ବେସି ଆଲାଦ୍ କର୍ତେରଇଲା ।
ଆରି ସେ କଇଲା, “ତମେ ମକେ ଗୁରୁ ଆରି ମାପ୍ରୁ ବଲି ଡାକ୍ଲାସ୍ନି, ସେଟା ଟିକ୍ସେ । କାଇକେ ବଇଲେ ଗୁରୁ ଆରି ମାପ୍ରୁ ମୁଇସେ ।”
ଜିସୁର୍ ସିସ୍ମନର୍ ବିତ୍ରେଅନି ଜଅନ୍, ଜାକେକି ଜିସୁ ମୁକିଅ ଇସାବେ ଆଲାଦ୍ କର୍ତେ ରଇଲା, ସେ ଜିସୁର୍ ଲଗେ ବସିକରି କାଇତେ ରଇଲା ।
ଏରାସ୍ତ କରନ୍ତିଅ ନଅରେ ଆଚେ । ଆରି ତର୍ପିମସ୍କେ ଜର୍ ଅଇଲାକେ ମୁଇ ତାକେ ମିଲିତି ଚାଡିଦେଇ ଆସିଆଚି ।
ମୁଇ ଜେତ୍କି ଲକ୍କେ ଆଲାଦ୍ କଲିନି, ସେ ଲକ୍ମନ୍କେ ଦମ୍କାଇ କରି ଡଣ୍ଡ୍ ଦେଲିନି । ତେବର୍ପାଇ ତମର୍ ପାପେଅନି ବାଉଡା । ଜେନ୍ତାରି କି ସତ୍ ବାବେ ମର୍ବାଟେ ଆଇସା ।