31 ମରିୟମ୍ ଉଟିକରି ଦାନ୍ଦା ପାନ୍ଦା ଅଇ ବାଇରେ ସାଁତାଇବାକେ ଆସିରଇଲା ଲକ୍ମନ୍ ଦେକ୍ଲାଇ, ସେମନ୍ ମିସା ତାର୍ ପଚେ ପଚେ ଗାଲାଇ । ସେମନ୍ ବାବ୍ଲାଇ, ସେ କବର୍ ଲଗେ କାନ୍ଦ୍ବାର୍ ଗାଲାନି ।
ଆରି ଜିଉଦିମନର୍ ତେଇଅନି କେତେକ୍ କେତେକ୍ ଲକ୍ମନ୍ ମାର୍ତା ଆରି ମରିୟମ୍ ଲଗେ ତାର୍ ମରିଜାଇରଇବା ବାଇର୍ ବିସଇ ସାଁତାଇବାକେ ଆସିରଇଲାଇ ।
ମରିୟମ୍ ତାକେ ଆରି ତାର୍ ସଙ୍ଗ୍ ରଇବା ଲକ୍ମନ୍ କାନ୍ଦ୍ତେରଇବାଟା ଦେକି ଜିସୁ ଆତ୍ମାଇ ବେସି ମନ୍ଦୁକ୍ ଅଇଗାଲା ।
ମାତର୍ ଜନ୍ଲକ୍ମନ୍ ଆତ୍ମା ପାଇଆଚତ୍, ସେ ସବୁ ବିସଇର୍ ମୁଲିଅ, ସତ୍ ବାବେ ବିଚାର୍ କର୍ସି । ଏଲେ ମିସା ତାକେ କେ ବିଚାର୍ ନ କରତ୍ ।