37 ମାତର୍ ସେମନର୍ ବିତ୍ରେଅନି କେତେକ୍ ଲକ୍ କଇଲାଇ, “ଏ ଲକ୍ ଜନ୍ କାଣାକେ ଆଁକି ଡିସାଇରଇଲା, ସେ ମନ୍କଲେ କାଇ ଏ ଲାଜାରର୍ ମରନ୍ ମିସା ତେବାଇ ନାପାର୍ତା କି ?”
“ତମେ ସତଇସେ ଇସ୍ରାଏଲର୍ ରାଜା କିରିସ୍ଟ ଅଇରଇଲେ, କୁର୍ସେ ଅନି ଉତ୍ରି ଆଉ । ସେନ୍ତି ଅଇଲେ ଆମେ ଦେକିକରି ବିସ୍ବାସ୍ କର୍ବୁ ।” ବଲି କଇଲାଇ । ଜନ୍ ଲକ୍ମନ୍କେ ଜିସୁର୍ ସଙ୍ଗ୍ କୁର୍ସେ ଚଗାଇରଇଲାଇ, ସେମନ୍ ମିସା ଜିସୁକେ ନିନ୍ଦା କଲାଇ ।
ସବୁ ଲକ୍ମନ୍ ଟିଆଅଇ ଦେକ୍ବାବେଲେ ଜିଉଦି ନେତାମନ୍ ଜିସୁକେ କିଜାଇକରି ଆଁସ୍ଲାଇ ଆରି କଇଲାଇ “ସେ ବିନ୍ଲକ୍ମନ୍କେ ରକିଆ କଲା, ଜଦି ତୁଇ ପର୍ମେସର୍ ବାଚିପାଟାଇଲା କିରିସ୍ଟ ବଇଲେ ନିଜ୍କେ ରକିଆ କର ।”
ତେଇ ବଡ୍ ବୁଲ୍ କରି କୁର୍ସେ ଚଗାଇଅଇରଇବା ଗଟେକ୍ ଲକ୍ ଜିସୁକେ ନିନ୍ଦା କରି କଇଲା, “ତୁଇ ଜଦି ପର୍ମେସର ବାଚି ପାଟାଇଲା କିରିସ୍ଟ ରାଜା ଜିସୁ ବଇଲେ, ନିଜ୍କେ ରକିଆ କରି ଆମ୍କେ ମିସା ରକିଆ କର୍ ।”
ମାର୍ତା ଜିସୁକେ କଇଲା, “ମାପ୍ରୁ ତମେ ଜଦି ଇତି ରଇତାସ୍ ବଇଲେ, ମର୍ ବାଇ ନ ମର୍ତା ।
ତେଇ ଜିସୁ ଜନ୍ ଜାଗାଇରଇଲା, ମରିୟମ୍ ସେ ଜାଗାଇ କେଟ୍ଲା ଆରି ଜିସୁକେ ଦେକିକରି ତାର୍ ପାଦେ ଡାଣ୍ଡାସନ୍ ପଡି କଇଲା, “ମାପ୍ରୁ ତମେ ଜଦି ଇତି ରଇତାସ୍ଆଲେ ମର୍ ବାଇ ନ ମର୍ତା ।”