40 ଜିସୁ ମାର୍ତାକେ କଇଲା, “ତୁଇ ଜଦି ବିସ୍ବାସ୍ କର୍ସୁ ବଇଲେ ପର୍ମେସରର୍ ମଇମା ଦେକ୍ସୁ ବଲି ମୁଇ ତକେ କଇ ନ ରଇଲି କି ?”
ଜିସୁ ସେମନ୍କେ କଇଲା, “ତମର୍ ବିସ୍ବାସ୍ ବେସି ଦୁର୍ବଲ୍ । ମୁଇ ତମ୍କେ ସତ୍ କଇଲିନି, ଜଦି ଗଟେକ୍ ସର୍ସୁ ମୁଞ୍ଜି ଏତ୍କି ତମର୍ ବିସ୍ବାସ୍ ରଇଲେ, ଏ ଡଙ୍ଗର୍, ଇତିଅନି ତେଇ ଗୁଚି ଜିବାକେ କଇଲେ, ସେଟା ଗୁଚି ଜାଇସି । ବିସ୍ବାସର୍ ଲାଗି ତମେ ସବୁ ବିସଇ କରିପାରାସ୍ ।”
ଜିସୁ ତାକେ କଇଲା, “କାଇକେ ଜଦି ପାରୁସ୍ ବଇଲେ ନିମାନ୍ କର୍ ବଲିକରି କଇଲୁସ୍ନି ? କାଇକେବଇଲେ ପର୍ମେସର୍କେ ବିସ୍ବାସ୍ କର୍ବା ଲକ୍ମନର୍ ତେଇ ସବୁ ଅଇସି ।”
ଆରି ସେ ବାକିଅ ନର୍ ଲକ୍ ଅଇକରି ଆମର୍ ସଙ୍ଗ୍ ଜିଇଲା । ତାର୍ ସତ୍ ଆରି ଜିବନ୍ ଦୁକାଇବାଟା ପୁରାପୁରୁନ୍ ରଇଲା । ତାର୍ ବାବାର୍ ଗଟେକ୍ସେ ପିଲା ବଲି ସେ ମଇମା ପାଇରଇଲା । ତାର୍ ମଇମା ଆମେ ଦେକିଆଚୁ ।
ମାତର୍ ଜିସୁ ଏ କାତା ସୁନିକରି କଇଲା, “ଏ ଜର୍ ମର୍ବାପାଇ ଅଏ ନାଇ, ମାତର୍ ପର୍ମେସରର୍ ମଇମାର୍ ପାଇ । ସେଟାର୍ ଲାଗି, ତାର୍ ପଅ, ମୁଇ ମିସା ମଇମା ପାଇବି ।”
ଜିସାୟ ବବିସତ୍ବକ୍ତା ପୁର୍ବେ ଜିସୁ ମାପ୍ରୁର୍ ଏ ସବୁ ମଇମା ଜାନିରଇଲାଜେ ଏନ୍ତି ବଲି କଇରଇଲା ।
ଜିସୁ କଇଲା, “ତାର୍ କି ତାର୍ ବାବା ମାଆର୍ କାଇ ପାପ୍ଦସ୍ ନାଇ । ପର୍ମେସରର୍ ବପୁ ତାର୍ଟାନେ ଜାନାପଡ୍ସି ବଲି, ସେ କାଣା ଅଇ ଜନମ୍ ଅଇଲା ଆଚେ ।
ସେଟାର୍ପାଇ ଡୁବନ୍ ନେଲାପଚେ ଆମେ ତାର୍ ମରନେ ମିସି, ତାର୍ ସଙ୍ଗ୍ ତପି ଅଇଲୁଆଚୁ । ସେ ଜେନ୍ତାରି ବାବାର୍ ଡାକ୍ପୁଟା ବପୁ ସଙ୍ଗ୍ ଆରିତରେକ୍ ଉଟ୍ଲା, ଆମେ ମିସା ସେନ୍ତାରି ନୁଆ ଜିବନ୍ ପାଇକରି ଚଲାଚଲ୍ତି କର୍ବାର୍ ଆଚେ ।
ତେବେ ଆମେ ଜେତ୍କି ଲକ୍ ସବୁ ମାପ୍ରୁକେ ବିସ୍ବାସ୍ କରିଆଚୁ, ଆମର୍ ମୁଁ ଡାବି ଅଏନାଇ । ପର୍ମେସରର୍ ବପୁ ଆରି ମଇମା ଦେକାଇଅଇବା ଗଟେକ୍ ଦର୍ପନ୍ ପାରା ଆମେ ଆଚୁ । ଆମେ ତାର୍ପାରା ଅଇବା ଜାକ ଦିରେ ଦିରେ ବାଦ୍ଲାଇ ଅଇ ଆଇଲୁନି । ପର୍ମେସରର୍ ଆତ୍ମାସେ ଆମ୍କେ ବାଦ୍ଲାଇଲାନି ।
ପର୍ମେସର୍ ଜେ କି କଇଲା “ଉଜଲ୍ ଆନ୍ଦାରେ ଅନି ଉଜଲ୍ ଦେଇସି ।” ସେ ସମାନ୍ ପର୍ମେସର୍ କିରିସଟର୍ ମୁଏ ଅନି ତାର୍ ଉଜଲ୍ ଆମର୍ ବିତ୍ରେ ଉଜଲ୍ କରାଇଲା । ଜେନ୍ତାରି କି କିରିସ୍ଟ ତେଇ ରଇବା ପର୍ମେସରର୍ ମଇମା, ଆମେ ବୁଜି ପାର୍ବୁ ।