41 ତେଇ ସେମନ୍ ପାକ୍ନା ଗୁଚାଇଲାଇ । ଜିସୁ ସରଗ୍ବାଟେ ମୁ କରି କଇଲା, “ବାବା ତମେ ମର୍ ପାର୍ତନା ସୁନ୍ଲାସ୍ ବଲି ମୁଇ ତମ୍କେ ଦନିଅବାଦ୍ ଦେଲିନି ।
ଜିସୁ ସେବେଲାଇ ପାର୍ତନା କରି କଇଲା, “ଏ ବାବା, ତମେ ସରଗ୍ ଆରି ମଚ୍ପୁରର୍ ମାପ୍ରୁ । ଏ ସବୁ ବିସଇ ସିକ୍ଲା ଲକ୍ ଆରି ଗିଆନି ରଇବା ଲକର୍ତେଇଅନି ଲୁଚାଇ ସଙ୍ଗଇ, ନସିକ୍ଲା ଲକ୍ମନର୍ ତେଇ ଜାନାଇ ଆଚୁସ୍ ବଲି ମୁଇ ତମ୍କେ ଦନିଅବାଦ୍ ଦେଲିନି ।
ଉଁ ବାବା, ତମର୍ ମନ୍ କଲା ଇସାବେ ଏ ସବୁ ଗଟ୍ଲାନି ।”
ପାକ୍ନାଇ ତାକର୍ ନିଜର୍ ପାଇ କୁନି ରଇବା ଗଟେକ୍ ନୁଆ କବର୍ ଦେବା ପାଆରେ ସେଟା ନେଇ ସଙ୍ଗଇଲା ଆରି ସେ ପାଆର୍ ମୁଆଟେ ଗଟେକ୍ ବଡ୍ଟା ଚାଚଡା ପାକ୍ନା ଡାବିଦେଇ ଉଟିଗାଲା ।
ସେଟାର୍ପାଇ ଜସେପ୍ ଜିସୁର୍ ଗାଗଡ୍ କୁର୍ସ ଉପ୍ରେଅନି ଉତ୍ରାଇ ଆନ୍ଲା ଆରି ଗଟେକ୍ ନୁଆ ଲୁଗା ସଙ୍ଗ୍ ଗୁଡିଆଇକରି ରାଙ୍ଗ୍ନି କାଟି ତିଆର୍ କରି ରଇଲା ଗଟେକ୍ ପାଆରେ ନେଇକରି ସଙ୍ଗଇଲା । ଗଟେକ୍ ବଡ୍ ଚାଚଡା ପାକ୍ନା ନେଇ ପାଆର୍ ମୁଆଟେ ଡାବିଦେଲା ।
ଜିସୁ ସେ ଡାଣ୍ଡେ ସୁକଲ୍ଆତ୍ମାଇ ପୁରୁନ୍ଅଇ କଇଲା, “ଏ ବାବା ! ସରଗ୍ ଆରି ମଚ୍ପୁରର୍ ମାପ୍ରୁ ! ତୁଇ ଗିଆନି ଆରି ବୁଦିରଇବା ଲକ୍ମନର୍ଟାନେଅନି ଏ କାତା ଲୁଚାଇରଇଲେ ମିସା, ସାନ୍ ପିଲାମନର୍ ପାରା ଲକର୍ଟାନେ ଜାନାଇଲାସ୍ । ଏଟାର୍ପାଇ ତମ୍କେ ସୁମର୍ନା କଲିନି । ଉଁ ବାବା, କାଇକେବଇଲେ ତମେ ଏନ୍ତାଟା ଦେକ୍ବାକେ ମନ୍କର୍ତେ ରଇଲାସ୍ ।
ମାତର୍ ସେ ସିସ୍ତୁମାଙ୍ଗୁ ଦୁରିକେ ଟିଆଅଇ ପାର୍ତନା କର୍ବା ବେଲେ ସରଗ୍ବାଟେ ଦେକ୍ବାକେ ମିସା ମନ୍ ନକରି ନିଜର୍ ବୁକେ ମାରିଅଇ ଏନ୍ତି ପାର୍ତନା କଲା । “ଏ ପର୍ମେସର୍ ମୁଇ ଗଟେକ୍ ପାପି ଲକ୍ ମକେ ଦୟା କରା !”
ଆରି ପାଆରର୍ ମୁଆଟେ ରଇଲା ପାକ୍ନା ଗୁଣ୍ଡ୍ଲିରଇଲାଟା ଦେକ୍ଲାଇ ।
ମାତର୍, ମୁଇ ଜାନି ଆଚି । ଏବେ ମିସା ତମେ ପର୍ମେସର୍କେ ଜାଇଟା ମାଙ୍ଗ୍ଲେ, ସେଟା ଦେଇସି ।”
ଜିସୁ ଏ ସବୁ କାତା କଇସାରାଇଲା ପଚେ, ସରଗ୍ ବାଟେ ଦେକି କଇଲା, “ଏ ସରଗର୍ ବାବା, ଏବେ ବେଲା କେଟ୍ଲା ଆଚେ । ତମର୍ ପିଲା ମକେ ଡାକ୍ପୁଟା କରା । ଜେନ୍ତିକି ତମର୍ ପିଲା ମୁଇ ତମ୍କେ ଡାକ୍ପୁଟା କର୍ବି ।
ଆଟର୍ ପର୍ତୁମ୍ ଦିନର୍ ସାକାଲେ ଜୁଲ୍ପୁଲ୍ ଉଜଲ୍ ବେଲାଇ ମଗ୍ଦଲିନି ମରିୟମ୍ ଜିସୁକେ ପାକ୍ନା ସଙ୍ଗ୍ ତିଆର୍ କରି ସଙ୍ଗଇଲା ପାଆରେ ଆସିକରି ଡାବିରଇଲା ପାକ୍ନା ଗୁଚିରଇଲାଟା ଦେକ୍ଲା ।
ମାତର୍ ତିପାନ୍ ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇ ସରଗ୍ ବାଟେ ମୁ କଲା । ଆରି ପର୍ମେସରର୍ ମଇମା ଆରି ଜିସୁ ତାର୍ ଉଜାବାଟେ ଟିଆଅଇରଇବାଟା ଦେକ୍ଲା ।
କାଇ ବିସଇ ନେଇକରି ମିସା ଚିନ୍ତା କରି ଦାନ୍ଦା ଉଆନାଇ । ତାର୍ ବାଦୁଲେ ସବୁ ଗଟ୍ନା ଅଇଲା ବେଲେ, ତମ୍କେ ଜାଇଟା ଲଡା ଆଚେ, ସେ ବିସଇ ପର୍ମେସର୍କେ ଗୁଆରି କରା । ଆରି ପାର୍ତନା କଲାବେଲେ, ତାକେ ଦନିଅବାଦ୍ ମିସା ଦିଆସ୍ ।