43 ଏନ୍ତି କଇ ସାରାଇ ଜିସୁ ଆକ୍ମାରି ଡାକ୍ଲା, “ଲାଜାର୍ ତୁଇ ବାରଇ ଆଉ ।”
ସେମନ୍ ବେସି ଡରି ଜାଇକରି ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ତେବେ ଏ କେ ଜେ, ପବନ୍ ଆରି ଲଅଡି ମିସା ତାର୍ ଆଦେସ୍ ମାନ୍ଲାଇନି ?”
ତମେ ଜେଡେବେଲେ ମିସା ମର୍ ପାର୍ତନା ସୁନ୍ସା, ଏଟା ମୁଇ ଜାନି, ମାତର୍ ଜନ୍ ଲକ୍ମନ୍ ଏ ଚାରିବେଡ୍ତି ଟିଆଅଇ ଆଚତ୍, ସେମନ୍ ଜେନ୍ତିକି ତମେଆକା ମକେ ପାଟାଇଆଚାସ୍ ବଲି ବିସ୍ବାସ୍ କର୍ବାଇ, ଏଟାର୍ ପାଇ ମୁଇ ଏନ୍ତିବଲି କଇଲି ।”
ଡାକ୍ଲା ଦାପ୍ରେ ମଲା ଲାଜାର୍ ବାରଇ ଆଇଲା । ତାର୍ ଆତେ ଗଡେ ମଡା ଲୁଗା ବାନ୍ଦାଅଇରଇଲା । ମୁଏ ମିସା ଗର୍ଣ୍ଡା ଗୁଡିଆଇ ଅଇରଇଲା । ଜିସୁ ସେମନ୍କେ କଇଲା “ତାକେ ବାନ୍ଦ୍ଲାଟା କୁସ୍ଲାଇ କରି, ଜିବାକେ ଦିଆସ୍ ।”
ଏତ୍କି ବିତ୍ରେ ଜିସୁ ନିସ୍ତାର୍ ପରବ୍ ଅଇବାକେ ଚ ଦିନର୍ ଆଗ୍ତୁ ବେତ୍ନିଆ ଗାଲା । ତେଇ ଲାଜାରର୍ ଗର୍ । ଜିସୁ ଏ ଲାଜାର୍କେସେ ମଲାଟାନେଅନି ଉଟାଇରଇଲା ।
ଏତ୍କିବିତ୍ରେ ଜିସୁ ବେତ୍ନିଆଇ ଆଚେ ବଲି ଜାନିକରି ବେସି ଜିଉଦି ଲକ୍ମନ୍ ଆଇଲାଇ । ଅବ୍କା ଜିସୁକେ ସେ ଦେକ୍ବାକେ ନାଇ, ମାତର୍ ଜନ୍ ଲାଜାର୍କେ ଜିସୁ ମଲାଟାନେଅନି ଉଟାଇରଇଲା ତାକେ ମିସା ଦେକ୍ବାର୍ ଆସିରଇଲାଇ ।
ପିତର୍ ସେମନ୍କେ ଦେକି କଇଲା, “ଏ ଇସ୍ରାଏଲର୍ ବାଇମନ୍, ତମେ କାଇକେ କାବାଅଇଜାଇ ଆମର୍ ବାଟେ ଏନ୍ତାର୍ ଦେକ୍ଲାସ୍ନି ? କାଇଟା ବାବ୍ଲାସ୍ନି ? ଆମର୍ ନିଜର୍ ବପୁସଙ୍ଗ୍ କି ଦରମ୍ସଙ୍ଗ୍ ଏ ଲକ୍କେ ଇଣ୍ଡ୍ବା ବପୁ ଦେଲୁଆଚୁ ?
ମାତର୍ ପିତର୍ ତାକେ କଇଲା, “ମର୍ଲଗେ ସୁନା କି ରୁପା ନାଇ, ମକେ ଜାଇଟା ଆଚେ ସେଟା ତକେ ଦେଲିନି । ନାଜରିତର୍ ଜିସୁର୍ ନାଉଁଦାରି ମୁଇ ଆଦେସ୍ ଦେଲିନି, ଉଟ୍ ଆରି ଇଣ୍ଡ୍ !”
ପିତର୍ ତାକେ କଇଲା, “ଏନିୟ ଜିସୁ ମାପ୍ରୁ ତକେ ନିକ କରିଆଚେ । ଉଟ୍ ଆରି ତର୍ ଅଚ୍ନା ସାଜାଡ୍ ।”
ପିତର୍ ବାକ୍ରାଇଅନି ସବୁକେ ବାର୍କରାଇ ଦେଲା ଆରି ମାଣ୍ଡିକୁଟା ଦେଇ ପାର୍ତନା କଲା । ତାର୍ପଚେ ଦର୍କାସର୍ ମଲା ଗାଗଡର୍ବାଟେ ଦେକିକରି କଇଲା, “ଟାବିତା ଉଟ୍ !” ଏଦେ ଦେକା ! ଦର୍କାସ୍ ଆଁକି ଦେକ୍ଲା ଆରି ପିତର୍କେ ଦେକି ଉଟିକରି ବସ୍ଲା ।