45 ଜିଉଦି ଲକ୍ମନର୍ ବିତ୍ରେଅନି, ବେସି ଲକ୍ ମରିୟମର୍ ଲଗେ ଆସିରଇଲାଇ, ଆରି ଜିସୁର୍ ଏ କାମ୍ ଦେକି, ତାକେ ବିସ୍ବାସ୍ କଲାଇ ।
ଆରି ବେସିଲକ୍ମନ୍ ତାର୍ଲଗେ ଆସିକରି କଇଲାଇ, “ଜଅନ୍ ସିନା କାଇ କାବାଅଇ ଜିବା କାମ୍ କରି ନ ରଇଲା, ମାତର୍ ଏ ଲକର୍ ବିସଇନେଇ ଜଅନ୍ ଜେତ୍କି କାତା କଇରଇଲା, ସେ ସବୁ ସତ୍ ଆକା ।”
ଆରି ଜିଉଦିମନର୍ ତେଇଅନି କେତେକ୍ କେତେକ୍ ଲକ୍ମନ୍ ମାର୍ତା ଆରି ମରିୟମ୍ ଲଗେ ତାର୍ ମରିଜାଇରଇବା ବାଇର୍ ବିସଇ ସାଁତାଇବାକେ ଆସିରଇଲାଇ ।
ମରିୟମ୍ ଉଟିକରି ଦାନ୍ଦା ପାନ୍ଦା ଅଇ ବାଇରେ ସାଁତାଇବାକେ ଆସିରଇଲା ଲକ୍ମନ୍ ଦେକ୍ଲାଇ, ସେମନ୍ ମିସା ତାର୍ ପଚେ ପଚେ ଗାଲାଇ । ସେମନ୍ ବାବ୍ଲାଇ, ସେ କବର୍ ଲଗେ କାନ୍ଦ୍ବାର୍ ଗାଲାନି ।
ଏଲେ ମିସା ଜିଉଦି ନେତାମନର୍ ବିତ୍ରେଅନି କେତେ ଲକ୍ ତାକେ ବିସ୍ବାସ୍ କଲାଇ । ମାତର୍ ସେମନ୍ ପାରୁସି ମନର୍ଲାଗି ପାର୍ତନା ଗରେ ଅନି ବାର୍କରାଇଦେବାଇ ବଲି ଡରିକରି କାତାବାର୍ତା ନ ଅଇତେ ରଇଲାଇ ।
ନିସ୍ତାର୍ ପରବ୍ବେଲେ ଜିସୁ ଜିରୁସାଲାମ୍ ରଇଲାବେଲେ କେତେକ୍ କେତେକ୍ ଲକ୍ ସେ କରିରଇବା କାବା ଅଇଜିବା କାମ୍ମନ୍ କଲାଟା ଦେକି ତାକେ ବିସ୍ବାସ୍ କଲାଇ ।
ମାତର୍ ତେଇ ରଇଲା ଲକ୍ମନର୍ ବିତ୍ରେଅନି କେତେକ୍ ଲକ୍ ଜିସୁକେ ବିସ୍ବାସ୍ କରି କଇଲାଇ, “ମସିଅ ଆଇଲେ ଆର୍ଟାନେଅନି ସେ କାଇ ଅଦିକ୍ କାବା ଅଇଜିବା କାମ୍ କର୍ସି କି ? ନାଇ ନ କରେ ।”