50 ତମେ କାଇ ବୁଜି ନାପାର୍ଲାସ୍ନି ? ଗୁଲାଇ ଜାତି ନାସ୍ ଅଇବା ବାଦୁଲେ ଗଟେକ୍ ଲକ୍ ମର୍ବାଟା ନିକ ।”
ସେଟାର୍ପାଇ ତମର୍ ଉଜାବାଟର୍ ଆଁକିର୍ ଲାଗି ତମେ ପାପ୍କରିଆଚାସ୍, ତେବେ ସେଟା ବେଟି ପିଙ୍ଗି ଦିଆସ୍, କାଇକେ ବଇଲେ ତମର୍ ସବୁ ଗାଗଡ୍ ନର୍କେ ଜିବା ବାଦୁଲେ ଗଟେକ୍ ଆଁକି ନସ୍ଟ ଅଇବାଟା ତମର୍ପାଇ ନିକ ।
ଆରି ସେମନ୍କେ କଇଲା, “ପର୍ମେସର୍ ବାଚି ପାଟାଇଲା କିରିସ୍ଟ ରାଜା ମୁଇ, ଏନ୍ତି ଦୁକ୍ କସ୍ଟ ପାଇକରି ମର୍ବି । ପଚେ ତିନ୍ଦିନ୍ ଗାଲେ ଆରି ତରେକ୍ ଉଟ୍ବି ବଲି ଲେକା ଅଇଲା ଆଚେ ।
ଆମେ ଜଦି ଆକେ ଏନ୍ତାରି ଚାଡିଦେଉଁ ବଇଲେ ସବୁଲକ୍ ତାର୍ଟାନେ ବିସ୍ବାସ୍ କର୍ବାଇ ଆରି ରମିୟ ଅଦିକାରି ଆସିକରି ଆମର୍ ଏ ମନ୍ଦିର୍ ଆରି ଆମର୍ ବିସ୍ବାସ୍ କର୍ବା ଦରମ୍ ସବୁ କୁରୁପ୍ନାସ୍ କରିପାକାଇସି ।”
ଏ କାୟାପାସେ ଆଗ୍ତୁ ଜିଉଦି ନେତାମନ୍କେ, ସବୁ ଲକର୍ ପାଇ ଗଟେକ୍ ଲକ୍ ମର୍ବାଟା ଗଟେକ୍ ମଙ୍ଗଲର୍ ବିସଇ ବଲି କଇରଇଲା ।
ଏ କାତା ସୁନି ପିଲାତ୍ ଜିସୁକେ ମୁକ୍ଲାଇବାକେ ଚେସ୍ଟା କଲା । ମାତର୍ ଜିଉଦି ଲକ୍ମନ୍ ଆଉଲିଅଇ କଇଲାଇ, “ତୁଇ ଜଦି ଆକେ ମୁକ୍ଲାଇସୁ ବଇଲେ, ସମ୍ରାଟର୍ ମଇତର୍ ନଉଁସ୍ । ଜେ ନିଜ୍କେ ରାଜା ବଲି ଦାବି କର୍ସି, ସେ ତାର୍ ବିରଦେ କଇଲାନି ।”
ସେନ୍ତାର୍ଆଲେ “ଆସା, ଆମେ କାରାପ୍ କାମ୍ କରୁ ଜେନ୍ତାରି କି ତେଇଅନି ନିକ ବିସଇ ବାରଇସି” ବଲି କଇଅଇସି କି ? ନାଇ, କଇ ନଏ । ମୁଇ ସମାନ୍ ଏନ୍ତି କାତା କଇଲିନି ବଲି ଦାବା କରି କେତେ ଲକ୍ ମକେ ଇଜତ୍ ଜିକ୍ଲାଇନି । ସେମନ୍ ସେଟାର୍ ପାଇ ଜନ୍ ଡଣ୍ଡ୍ ପାଇବାର୍ ରଇଲାଇ, ସତଇସେ ପାଇବାଇ ।