53 ତେବର୍ପାଇ ସେ ଦିନେଅନି ଜିଉଦିନେତାମନ୍ ଜିସୁକେ ମରାଇବାକେ ପାଁଚ୍ନା କଲାଇ ।
ତାର୍ପଚେ ପାରୁସିମନ୍ ସେ ଜାଗାଇଅନି ବାରଇ ଉଟିଜାଇ ଜିସୁକେ ମରାଇବାକେ ଜଜ୍ନା କଲାଇ ।
ସେବେଲେଅନି ଜିସୁ ସିସ୍ମନ୍କେ ବୁଜ୍ଲାପାରା କଇବାର୍ ଦାର୍ଲା, “ମୁଇ ଜିରୁସାଲାମ୍ ଜାଇ ଦରମ୍ଗୁରୁମନ୍, ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନର୍ଟାନେ ବେସି କସ୍ଟ ପାଇବି । ସାରାସାରି ମକେ ମରାଇବାଇ, ମାତର୍ ତିନ୍ ଦିନ୍ ଗାଲାପଚେ ମୁଇ ଆରି ତରେକ୍ ଜିବନ୍ ଅଇ ଉଟ୍ବି ।”
ଜିସୁକେ ଇତିର୍ ଉତର୍ କେ ମିସା ଦେଇ ନାପାର୍ଲାଇ । ସେ ଦିନେଅନି, ଆରି ତାକେ କେ ମିସା କାଇ ପର୍ସନ୍ ପାଚାର୍ବାକେ ସାଆସ୍ କରତ୍ ନାଇ ।
ସେମନ୍ କେ ନାଜାନ୍ଲାପାରା ଜିସୁକେ ଦାରି ମରାଇବାକେ ପାଁଚ୍ନା କଲାଇ ।
ମୁକିଅ ପୁଜାରିମନ୍ ଆରି ବଡ୍ ସବାଇ ରଇଲା ସବୁ ଲକ୍ମନ୍ ଜିସୁକେ ମରନ୍ ଡଣ୍ଡ୍ ଦେବାକେ ତାର୍ ବିରୁଦେ ମିଚ୍ କାତା କଜ୍ବାକେ ଚେସ୍ଟା କଲାଇ ।
ନିସ୍ତାର୍ ପରବ୍ ଆରି କମିର୍ ନ ମିସାଇ ରୁଟି କାଇବା ପରବ୍ ଅଇବାକେ ଆରି ଦୁଇଦିନ୍ ବାକିରଇଲା । ସେବେଲେ ମୁକିଅ ପୁଜାରିମନ୍ ଆରି ନିୟମ୍ ସିକାଉମନ୍ କେ ନାଜାନ୍ତେ ଜିସୁକେ କେନ୍ତି ବନ୍ଦିକରି ମରାଇଅଇସି ବଲିକରି ବୁଦି ପାଁଚ୍ତେରଇଲାଇ ।
ତେଇଅନି ପାରୁସିମନ୍ ସେ ଜାଗାଇଅନି ଦାପ୍ରେ ବାରଇ ଜାଇ ଜିସୁକେ ମରାଉ ବଲି ତାର୍ ବିରୁଦେ ଏରଦ୍ ରାଜାର୍ ଲକ୍ମନର୍ସଙ୍ଗ୍ ଉପାଇ ପାଁଚ୍ବାର୍ ଦାର୍ଲାଇ ।
ପଚେ ମୁକିଅ ପୁଜାରିମନ୍ ଆରି ପାରୁସିମନ୍ ଗଟେକ୍ ବଡ୍ ପଁଚାଦି ଡାକାଇ କଇଲାଇ, “ଆମେ କାଇଟା କରୁ ? ଦେକା ଏ ଲକ୍ ତା କେତେକ୍ କେତେକ୍ କାବାଅଇଜିବା କାମ୍ମନ୍ କଲାନି ।
ମାତର୍ ମୁକିଅ ପୁଜାରିମନ୍ ଲାଜାର୍କେ ମିସା ମରାଇବାକେ ଜଜ୍ନା କଲାଇ ।
ତାର୍ ପଚେ ଜିସୁ ଗାଲିଲି ବାଟେ ବୁଲ୍ବାର୍ ଗାଲା । ସେ ଜିଉଦା ଦେସେ ଜିବାକେ ମନ୍ କରେନାଇ । କାଇକେ ବଇଲେ ଜିଉଦି ନେତାମନ୍ ତାକେ ମରାଇବାକେ ଚେସ୍ଟା କର୍ତେ ରଇଲାଟା, ସେ ଜାନି ରଇଲା ।
ବଡ୍ସବାର୍ ଲକ୍ମନ୍ ଏ କାତା ସୁନି ଏତେକ୍ ରିସାଅଇଗାଲାଇ ଜେ, ପେରିତ୍ମନ୍କେ ମରାଇବାକେ ମନ୍ କଲାଇ ।
କେତେଦିନ୍ ଗାଲା ପଚେ ଜିଉଦିମନ୍ ଗଟେକ୍ ଅଇକରି ସାଉଲ୍କେ ମରାଇବାକେ ପାଚ୍ନା କଲାଇ ।