55 ଜିଉଦିମନର୍ ନିସ୍ତାର୍ ପରବ୍ କେଟିଆଇଲା । ସେ ପରବ୍ ଅଇବା ଆଗ୍ତୁ ନିଜେ ନିଜେ ସୁକଲ୍ ଅଇବାକେ ଗୁଲାଇ ରାଇଜର୍ ଲକ୍ମନ୍ ନିସ୍ତାର୍ ପରବ୍ ଆଗ୍ତୁ ଜିରୁସାଲାମ୍ ଜିବାକେ ବାଟ୍ଦାର୍ଲାଇ ।
ଜିସୁ ଏ ସବୁ ସିକିଆ ଦେଇ ସାରାଇଲା ପଚେ ସିସ୍ମନ୍କେ,
“ନିସ୍ତାର୍ ପରବ୍ ଅଇବାକେ ଆରି ଦୁଇ ଦିନ୍ ଆଚେ । ସେଟା ତମେ ଜାନାସ୍ । ସେଡ୍କିବେଲେ ନର୍ପିଲା ମୁଇ କୁର୍ସେ ମର୍ବାକେ ଲକ୍ମନ୍କେ ସର୍ପି ଅଇବି ।”
ନିସ୍ତାର୍ ପରବ୍ ଆରି କମିର୍ ନ ମିସାଇ ରୁଟି କାଇବା ପରବ୍ ଅଇବାକେ ଆରି ଦୁଇଦିନ୍ ବାକିରଇଲା । ସେବେଲେ ମୁକିଅ ପୁଜାରିମନ୍ ଆରି ନିୟମ୍ ସିକାଉମନ୍ କେ ନାଜାନ୍ତେ ଜିସୁକେ କେନ୍ତି ବନ୍ଦିକରି ମରାଇଅଇସି ବଲିକରି ବୁଦି ପାଁଚ୍ତେରଇଲାଇ ।
କମିର୍ ନ ପାକାଇ ରୁଟି ତିଆର୍ କର୍ବା ପରବ୍ ଜାକେକି ନିସ୍ତାର୍ ପରବ୍ ବଲି ମିସା କଇବାଇ, ସେ ପରବ୍ ଲଗାଲଗି କେଟି ଆଇତେ ରଇଲା ।
ଏତ୍କି ବିତ୍ରେ ଜିସୁ ନିସ୍ତାର୍ ପରବ୍ ଅଇବାକେ ଚ ଦିନର୍ ଆଗ୍ତୁ ବେତ୍ନିଆ ଗାଲା । ତେଇ ଲାଜାରର୍ ଗର୍ । ଜିସୁ ଏ ଲାଜାର୍କେସେ ମଲାଟାନେଅନି ଉଟାଇରଇଲା ।
ନିସ୍ତାର୍ ପରବର୍ ଆଗ୍ତୁର୍ ଦିନ୍ ଅଇରଇଲା । ଜିସୁ, ଏ ଜଗତ୍ ଚାଡି ବାବା ପର୍ମେସରର୍ ଲଗେ ଜିବାକେ ତାର୍ ବେଲା କେଟ୍ଲାବେ ବଲି ଜାନିରଇଲା । ଦୁନିଆଇ ରଇବା ତାର୍ ସବୁ ଲକ୍ମନ୍କେ ସାରାସାରି ଜାକ ବେସି ଆଲାଦ୍ କର୍ତେରଇଲା ।
ତାର୍ ପଚେ ଜିସୁକେ କାୟାପାର୍ ଗରେଅନି ରମିୟ ସର୍କାର୍ ପିଲାତର୍ତେଇ ଦାରିଗାଲାଇ । ସେଟା କୁକ୍ଡା ଡାକେ ଅଇରଇଲା । ଆରି ଜିସୁକେ ନିନ୍ଦା କର୍ବା ଲକ୍ମନ୍ ନିଜ୍କେ ଅସୁକଲ୍ ଅଇବାର୍ ଅଇସି ବଲିକରି ବିତ୍ରେ ଜାଅତ୍ନାଇ । କାଇକେ ବଇଲେ ନିସ୍ତାର୍ ପରବର୍ ବଜିର୍ ପାଇ ବଲି ସେମନ୍ ଅସୁକଲ୍ ଅଇବାକେ ମନ୍ ନ କର୍ତେରଇଲାଇ ।
ସେ ବେଲା ଜିଉଦି ଲକ୍ମନର୍ ନିସ୍ତାର୍ ପରବ୍ କେଟି ଆଇତେ ରଇଲା । ସେଟାର୍ପାଇ ଜିସୁ ଜିରୁସାଲମେ ଗାଲା ।
ସେ ଜାଗାଇ ବଡ୍ ବଡ୍ ପାକ୍ନା ସଙ୍ଗ୍ ତିଆର୍ କଲା ଚଅଟା କୁଣ୍ଡ୍ ରଇଲା । ଜିଉଦି ଲକ୍ମନ୍ ସୁକଲ୍ ଅଇବାକେ ସେମନର୍ ରିତିନିତି ଇସାବେ ଏ କୁଣ୍ଡର୍ ପାନି କାମେ ଲାଗାଇତେ ରଇଲାଇ । ଗଟେକ୍ ଗଟେକ୍ କୁଣ୍ଡେ ସଏ ଲିଟର୍ ଲାକା ପାନି ଦାର୍ତେ ରଇଲା ।
ତାର୍ ପଚେ ଜିଉଦିମନର୍ ଗଟେକ୍ ମୁକିଅ ପରବ୍ ରଇଲା । ସେଟାର୍ ପାଇ ଜିସୁ ଜିରୁସାଲାମ୍ ଗାଲା ।
ସେବେଲେ ଜିଉଦି ମନର୍ ନିସ୍ତାର୍ ପରବ୍ କେଟି ଆଇତେରଇଲା ।
ସେମନର୍ ସଙ୍ଗ୍ ଜାଆ । ସୁକଲ୍ ଅଇବା ବିଦି ମାନ୍ବାତେଇ ସେମନର୍ ସଙ୍ଗ୍ ମିସା ଆରି ସେମନର୍ କର୍ଚା ଦେ । ତାର୍ପଚେ ସେମନ୍ ନିଜର୍ ନିଜର୍ ମୁଣ୍ଡ୍ କୁରାଇ ଅଅତ୍ । ଇତିଅନି ଜାନାପଡ୍ସି ଜେ, ତମର୍ ବିସଇ ବାରଇରଇବା କାଇମିସା କବର୍ ସତ୍ ନଏଁ, ମାତର୍ ତମେ ମସାର୍ ରିତିନିତି ଇସାବେ ଜିବନ୍ ଜିଇଲାସ୍ନି ।
ତାର୍ ପର୍ଦିନେ ପାଉଲ୍ ସେ ଚାର୍ ଲକର୍ ସଙ୍ଗ୍ ସୁକଲ୍ ଅଇବା ବିଦି ମାନ୍ଲା । ତାର୍ ପଚେ ସେ ମନ୍ଦିରେ ଜାଇ ସୁକଲ୍ ଅଇବା କାମ୍ କେବେ ସାର୍ସି, ଆରି କେଡେବଲ୍ ବିରୁ କର୍ବାଟା ଅଇସି, ସେଟା ଜାନାଇଦେଲା ।
ମୁଇ ନିର୍ମଲ୍ ଅଇବା ବିଦି ସାରାଇଲା ବେଲେ, ସେମନ୍ ମକେ ମନ୍ଦିରେ ଦେକ୍ଲାଇ । ସେଡ୍କିବେଲେ ମର୍ ଲଗେ ବେସି ଲକ୍ ନ ରଇଲାଇ କି କାଇମିସା ଗଣ୍ଡ୍ଗଲ୍ ଅଇ ନ ରଇଲା ।
ସେଟାର୍ପାଇ ତମେ ନିଜ୍କେ ପରିକା କରି ଦେକ୍ବାର୍ଆଚେ, ଦେକି ସାରାଇ ଏ ରୁଟି କାଇଅଇସି ଆରି ମୁତାଇଅନି ଡୁକି ଅଇସି ।
ପର୍ମେସରର୍ ଲଗେ ଆସା, ତେବେ ସେ ମିସା ତମର୍ ଲଗେ ଲଗେ ରଇସି । ଏ ପାପିମନ୍, କାରାପ୍ କାମ୍କର୍ବାଟା ଚାଡିଦିଆସ୍ । ଆରି ଏ ଦୁଇବାଟେ ମନ୍କରୁମନ୍ ତମର୍ ମନ୍ ନିର୍ମଲ୍ କରା ।