57 ମୁକିଅ ପୁଜାରି ଆରି ପାରୁସି ଲକ୍ମନ୍ ଜିସୁକେ ଦାର୍ବାକେ ସେ କନ୍ତି ଆଚେ ଜାନିରଇବାଇ ବଲି, ସେଟା ଆଦେସ୍ ଦେଇରଇଲାଇ ।
ସେମନ୍ ଆରିତରେକ୍ ଜିସୁକେ ଦାର୍ବାକେ ଚେସ୍ଟା କଲାଇ, ମାତର୍ ଜିସୁ ସେମନ୍କେ ଦାରାଇ ନ ଅଇକରି କସ୍ରି ଉଟିଗାଲା ।
ଆରି ସେମନର୍ ବିତ୍ରେଅନି କେତେଲକ୍ ପାରୁସିମନର୍ ଲଗେ ଜାଇକରି ଜିସୁ କରି ରଇବା କାମ୍ ଲକ୍ମନ୍କେ ଜାନାଇଲାଇ ।
ପଚେ ମୁକିଅ ପୁଜାରିମନ୍ ଆରି ପାରୁସିମନ୍ ଗଟେକ୍ ବଡ୍ ପଁଚାଦି ଡାକାଇ କଇଲାଇ, “ଆମେ କାଇଟା କରୁ ? ଦେକା ଏ ଲକ୍ ତା କେତେକ୍ କେତେକ୍ କାବାଅଇଜିବା କାମ୍ମନ୍ କଲାନି ।
ଜିସୁ ଏ କାତା କଇବାବେଲେ ସେମନ୍ ତାକେ ମାର୍ବାକେ ପାକ୍ନା ବେଟ୍ଲାଇ, ମାତର୍ ଜିସୁ, ମନ୍ଦିରେ ଅନି ବାରଇ ଲକ୍ମନର୍ ବିତ୍ରେ ପୁରି ଉଟିଗାଲା ।
ତାର୍ ମାଆ ବାବା ଜିଉଦି ନେତାମନ୍କେ ଡରି ଏନ୍ତି ବଲି କଇଦେଲାଇ । କାଇକେ ବଇଲେ ଜିସୁକେ ଜଦି ମସିଅ ବଲି କଇସି ବଇଲେ ତାକେ ପର୍ମେସର୍କେ ଉପାସନା କର୍ବା ଗର୍ ବିତ୍ରେ ଜିବାକେ ନ ଦେଅତ୍ ବଲି ଆଗ୍ତୁସେ କଇରଇଲାଇ ।