8 ସିସ୍ମନ୍ ତାକେ କଇଲାଇ, “ଏ ଗୁରୁ, ତମ୍କେତା କେତେ ଦିନ୍ ଆଗେ, ଲକ୍ମନ୍ ପାକ୍ନା ସଙ୍ଗ୍ ମାର୍ବାକେ ଚେସ୍ଟା କର୍ତେରଇଲାଇ, ତମେ ଆରିତରେକ୍ ତେଇ ଜିବାକେ ମନ୍ କଲାସ୍ନି କି ?”
ଆଟେ ବାଟେ ଆରି ଦୁକାନେ ଲକ୍ମନ୍ ସେମନ୍କେ ମାନିକରି ଜୁଆର୍ କରତ୍ ଆରି ‘ଗୁରୁ’ ବଲି ଡାକତ୍, ଏନ୍ତାରି ସେମନ୍ ମନ୍ କର୍ବାଇ ।
ମାତର୍ ତମ୍କେ କେ ଗୁରୁ ବଲି ଡାକ୍ବାର୍ ଦର୍କାର୍ ନାଇ । କାଇକେ ବଇଲେ ସବୁ ଲକ୍ ନିଜର୍ ନିଜର୍ ବିତ୍ରେ ବାଇ, ଆରି ତମର୍ ଗୁରୁ ଗଟେକ୍ ସେ ।
ଏ କାତା ସୁନି ଲକ୍ମନ୍ ତାକେ ଆରିତରେକ୍ ମାର୍ବାକେ ପାକ୍ନା ବେଟ୍ଲାଇ ।
ସେମନ୍ ଆରିତରେକ୍ ଜିସୁକେ ଦାର୍ବାକେ ଚେସ୍ଟା କଲାଇ, ମାତର୍ ଜିସୁ ସେମନ୍କେ ଦାରାଇ ନ ଅଇକରି କସ୍ରି ଉଟିଗାଲା ।
ଆରି ଜିଉଦିମନର୍ ତେଇଅନି କେତେକ୍ କେତେକ୍ ଲକ୍ମନ୍ ମାର୍ତା ଆରି ମରିୟମ୍ ଲଗେ ତାର୍ ମରିଜାଇରଇବା ବାଇର୍ ବିସଇ ସାଁତାଇବାକେ ଆସିରଇଲାଇ ।
ଏତ୍କି ବିତ୍ରେ ସିସ୍ମନ୍ ଜିସୁକେ “ଏ ଗୁରୁ କାଇଟା ଆଲେ ଅଲପ୍ କାଆ ।” ବଲି ବାବୁଜିଆ କଲାଇ ।
ଜିସୁ ଏ କାତା କଇବାବେଲେ ସେମନ୍ ତାକେ ମାର୍ବାକେ ପାକ୍ନା ବେଟ୍ଲାଇ, ମାତର୍ ଜିସୁ, ମନ୍ଦିରେ ଅନି ବାରଇ ଲକ୍ମନର୍ ବିତ୍ରେ ପୁରି ଉଟିଗାଲା ।
ମର୍ ନିଜର୍ ଜିବନ୍, ମର୍ ପାଇ, ମୁଇ ଇନ୍ କଲିନି । ପର୍ମେସରର୍ ଜିବନ୍ ଦୁକାଇଲା ବିସଇ ଆରି ମାପ୍ରୁ ଜିସୁ ଜନ୍ କାତା ଜାନାଇବାକେ ମକେ ଦାଇତ୍ ଦେଲାଆଚେ, ସେଟା ସାରାଇବି ଆରି ସୁବ୍ କବର୍ ଜାନାଇବାଟା ପୁରାପୁରୁନ୍ କର୍ବି । ଏତ୍କି ସେ ମୁଇ ମନ୍ କଲିନି ।