9 ଜିସୁ କଇଲା “ଗଟେକ୍ ଦିନେ କାଇ ବାର ଗଁଟା ଉଜଲ୍ ନ ରଏ କି ? ଜନ୍ ଲକ୍ମନ୍ ଦିନ୍ବେଲାର୍ ଉଜ୍ଲେ ରଇବାଇ, ସେମନ୍ ଜଟିଆଇ ନ ଅଅତ୍, କାଇକେବଇଲେ ସେମନ୍କେ ଏ ଜଗତର୍ ଉଜଲ୍ ଡିସ୍ସି ।
ମାତର୍ ରାତିଆ ଇଣ୍ଡ୍ଲେ ଜଟିଆଇ ଅଇବାଇ । କାଇକେବଇଲେ ସେମନର୍ଟାନେ ଉଜଲ୍ ନ ରଏ ।”
ଜିସୁ ସେମନ୍କେ କଇଲା, “ଏବେ ତମର୍ ମୁଆଟେ ଜନ୍ ଉଜଲ୍, ଉଜଲ୍ ଦେଲାନି, ସେଟା ଚନେକର୍ପାଇସେ ରଇସି । ଜନ୍ ଜାଗାଇ ଜିବାର୍ ଆଚେ, ଉଜଲ୍ ରଇତେ ଆକା ଇଣ୍ଡା । ସେନ୍ତାର୍ଆଲେ ତମ୍କେ ଆନ୍ଦାର୍ ନ ଡାବେ । ଆନ୍ଦାରେ ରଇବା ଲକ୍ କେନେ ଗାଲାନି ସେଟା ନାଜାନେ ।
ବେଲ୍ ରଇତେସେ ମକେ ପାଟାଇରଇବା ପର୍ମେସରର୍ କାମ୍ ଆମେ କର୍ବାର୍ ଆଚେ । ଏନ୍ତି ଆନ୍ଦାର୍ ଆଇଲାନି ସେ ବେଲାଇ କେ ମିସା କାଇ କାମ୍ କରି ନାପାରତ୍ ।
ଜନ୍ ଲକ୍ମନ୍ ତାକର୍ ମିସିବିଡି ରଇବା ବିସ୍ବାସି ବାଇବଇନିମନ୍କେ ଆଲାଦ୍ କର୍ବାଇ, ସେମନ୍ ପର୍ମେସରର୍ ସୁକଲ୍ ଇସାବେ ଚଲାଚଲ୍ତି କଲାଇନି । ସେମନର୍ ଜିବନେ ବିନ୍ ଲକ୍ମନ୍କେ ପାପ୍ କରାଇବା କାଇ ବିସଇ ନାଇ ।