12 ତାର୍ ଆର୍କର୍ ଦିନେ ରକିଆପାଇବା ପରବେ ଆସିରଇବା ବେସି ଲକ୍ମନ୍ ଜିସୁ ଜିରୁସାଲାମ୍ ଆଇଲାନି ବଲି ସୁନ୍ଲାଇ ।
ଏତ୍କି ବିତ୍ରେ ଜିସୁ ନିସ୍ତାର୍ ପରବ୍ ଅଇବାକେ ଚ ଦିନର୍ ଆଗ୍ତୁ ବେତ୍ନିଆ ଗାଲା । ତେଇ ଲାଜାରର୍ ଗର୍ । ଜିସୁ ଏ ଲାଜାର୍କେସେ ମଲାଟାନେଅନି ଉଟାଇରଇଲା ।
ସେଟାର୍ପାଇ ଲକ୍ମନ୍ ତାକେ ବେଟ୍ଅଇବାକେ ଜାଇରଇଲାଇ । କାଇକେବଇଲେ ସେ ଆକା ଏ କାବା ଅଇବା କାମ୍ମନ୍ କଲାନି ବଲି ସେମନ୍ ସୁନିରଇଲାଇ ।
ଏତ୍କିବିତ୍ରେ ଜିସୁ ବେତ୍ନିଆଇ ଆଚେ ବଲି ଜାନିକରି ବେସି ଜିଉଦି ଲକ୍ମନ୍ ଆଇଲାଇ । ଅବ୍କା ଜିସୁକେ ସେ ଦେକ୍ବାକେ ନାଇ, ମାତର୍ ଜନ୍ ଲାଜାର୍କେ ଜିସୁ ମଲାଟାନେଅନି ଉଟାଇରଇଲା ତାକେ ମିସା ଦେକ୍ବାର୍ ଆସିରଇଲାଇ ।