14 ଆରି ଜିସୁ ଗଟେକ୍ ଗଦ ପିଲାର୍ ଉପ୍ରେ ବସି ଆଇତେ ରଇଲା । ଜେନ୍ତିକି ସାସ୍ତରେ ଲେକାଅଇଲା ଏ ବବିସତ୍ କାତା ସିଦ୍ ଅଇଲା ।
ସେଟାର୍ ପାଇ ସେମନ୍ କଜ୍ରିଡାଲ୍ ଦାରି ଜିସୁକେ ବେଟ୍ଅଇବାର୍ ଗାଲାଇ, ଆରି ଆଉଲିଅଇକରି କଇଲାଇ, “ଅସାନା, ଜେ ମାପ୍ରୁର୍ ନାଉଁଦାରି ଆଇଲାନି ତାର୍ ମଙ୍ଗଲ୍ ଅ, ପର୍ମେସର୍ ତାକେ ଆସିର୍ବାଦ୍ କର । ସେ ଇସ୍ରାଏଲର୍ ରାଜା ଡାକ୍ପୁଟା ପାଅ ।”
“ଏ ସିୟନ୍ ନଅରର୍ ଲକ୍ମନ୍, ତମେ ଡରାନାଇ ଦେକା ତମର୍ ରାଜା ଗଟେକ୍ ଗଦ ପିଲାର୍ ଉପ୍ରେ ବସି ଆଇଲାନି ।”