15 “ଏ ସିୟନ୍ ନଅରର୍ ଲକ୍ମନ୍, ତମେ ଡରାନାଇ ଦେକା ତମର୍ ରାଜା ଗଟେକ୍ ଗଦ ପିଲାର୍ ଉପ୍ରେ ବସି ଆଇଲାନି ।”
“ ସିଅନ୍ ଗଡେ କୁଆ ! ଦେକା, ତମର୍ ରାଜା ତମର୍ ଲଗେ ଆଇଲାନି, ସେ କେଡେ ସୁଆଲ୍ ଗଦପିଲାର୍ ପିଟିତେଇ ବସ୍ଲାଆଚେ ଦେକା, ସେ ଗଦପିଲା ଉପ୍ରେ ବସିଆଇଲାନି ।”
ଆରି ଜିସୁ ଗଟେକ୍ ଗଦ ପିଲାର୍ ଉପ୍ରେ ବସି ଆଇତେ ରଇଲା । ଜେନ୍ତିକି ସାସ୍ତରେ ଲେକାଅଇଲା ଏ ବବିସତ୍ କାତା ସିଦ୍ ଅଇଲା ।