ଜଅନ୍ 12:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ପର୍ତୁମ୍ ପର୍ତୁମ୍ ଜିସୁର୍ ସିସ୍ମନ୍ ଏ ବିସଇ ବୁଜି ନ ରଇଲାଇ । ମାତର୍ ଜିସୁ ଜେଡେବେଲା ମଲାଟାନେଅନି ଉଟ୍ଲା ପଚେ ଏ ସବୁଜାକ ଲେକା ଏତାଇଲାଇଜେ, ସାସ୍ତରେ ତାର୍ ବିସଇସେ ଲେକା ଅଇରଇଲା । ଆରି ସେମନ୍ ତାର୍ ପାଇ ସବୁ କାମ୍ କରିରଇଲାଇ । အခန်းကိုကြည့်ပါ။ |