18 ସେଟାର୍ପାଇ ଲକ୍ମନ୍ ତାକେ ବେଟ୍ଅଇବାକେ ଜାଇରଇଲାଇ । କାଇକେବଇଲେ ସେ ଆକା ଏ କାବା ଅଇବା କାମ୍ମନ୍ କଲାନି ବଲି ସେମନ୍ ସୁନିରଇଲାଇ ।
ଜିସୁ ଜେଡେବଲ୍ ଜିତ୍ଗଚ୍ମନ୍ ରଇଲା ଗଡ୍ଗଡା ଜାଗା ଲଗେ କେଟ୍ଲା, ସେବେଲା ତେଇ ରଇଲା ତାର୍ ଜେତ୍କି ସିସ୍ ମାନ୍ଦା ସେ କରିରଇଲା କାବାଅଇଜିବା କାମ୍ ଏତାଇ, ସାର୍ଦାଅଇ ଆଉଲିଅଇକରି ପର୍ମେସର୍କେ ଜୁଆର୍ କରି କଇଲାଇ,
କାଇକେବଇଲେ ତାର୍ଲାଗି ବଲି କେତେକ୍ କେତେକ୍ ଜିଉଦି ଲକ୍ମନ୍ ନେତାମନ୍କେ ଚାଡି ଜିସୁକେ ବିସ୍ବାସ୍ କର୍ତେରଇଲାଇ ।
ତାର୍ ଆର୍କର୍ ଦିନେ ରକିଆପାଇବା ପରବେ ଆସିରଇବା ବେସି ଲକ୍ମନ୍ ଜିସୁ ଜିରୁସାଲାମ୍ ଆଇଲାନି ବଲି ସୁନ୍ଲାଇ ।
ତେଇ ପାରୁସିମନ୍ ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ଦେକ୍ଲାସ୍ନି କାଇକି, ଆମେ ଚେସ୍ଟା କଲାଟା ଗଟେକ୍ ମିସା ଅଏନାଇ, ଦେକାନି ଗୁଲାଇ ଦୁନିଆଜାକ ତାର୍ ପଚେ ଗାଲାନି ।”
ଏଟା ଜିସୁ ପର୍ତୁମ୍ କଲା କାବାଅଇଜିବା କାମ୍ । ସେଟା ଗାଲିଲି ଦେସର୍ କାନା ନଅରେ କରିରଇଲା । ଏନ୍ତି କରି ତାର୍ ମଇମା ଦେକାଇଲା ଆରି ତାର୍ ସିସ୍ମନ୍ ତାକେ ବିସ୍ବାସ୍ କଲାଇ ।
ଆରି ବେସି ଲକ୍ମନ୍ ତାର୍ ପଚେ ପଚେ ଗାଲାଇ । କାଇକେ ବଇଲେ ସେ ରଗି ଲକ୍ମନ୍କେ ତାର୍ କାବାଅଇଜିବା ବପୁ ସଙ୍ଗ୍ ନିମାନ୍ କର୍ବାଟା ସେମନ୍ ଦେକି ରଇଲାଇ ।